ବନ୍ଧୁକ ଆଇନ କଡ଼ାକଡ଼ି କରିବ ଅଷ୍ଟ୍ରେଲିଆ ସିଡ୍ନୀ,୧୬ା୧୨: ଅଷ୍ଟ୍ରେଲିଆର ସିଡ୍ନୀସ୍ଥିତ ବଣ୍ଡାଇ ବିଚ୍ରେ ରବିବାର ହିହୁଦୀଙ୍କ ହାଣ୍ଡୁକ୍କା ଉତ୍ସବର ପ୍ରଥମ ଦିନରେ ୨ ବନ୍ଧୁକଧାରୀଙ୍କ ଗୁଳିମାଡ଼ରେ ୧୬ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକେ ଆହତ ହୋଇଥିଲେ। ଅଷ୍ଟ୍ରେଲିଆରେ ପ୍ରାୟ ୩୦ ବର୍ଷ ମଧ୍ୟରେ ଏହା ସବୁଠୁ ବଡ଼...