Tag Archives: gun

ବନ୍ଧୁକ ସହ ଜୀବନ୍ତ ଗୁଳି ଧରି ଚାଲାଣ କରୁଥିଲେ କଫ ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୭।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ଶନିବାର ଚାଲାଣ ବେଳେ କଫ ସିରପ୍‌ ଜବତ କରିଛି। ଏହି କାରବାରରେ ୪ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ, ବରଗଡ଼ ଜିଲା ଅତାବିରା ଥାନା ସିଂହପାଲି ଗ୍ରାମର ଟି. ରାମକୋଟି ରେଡ୍ଡି(୨୩),…

ବାପାଙ୍କ ମୁଣ୍ଡରେ ବନ୍ଧୁକ, ପୁଅ ବେକରେ ଛୁରି ଲଗାଇ ଦୁର୍ବୃତ୍ତ ଲୁଟିନେଲେ ନଗଦ ଟଙ୍କା ସହ ସୁନାଅଳଙ୍କାର

ଭଦ୍ରକ,୨୩ା୫(ସନାତନ ରାଉତ): ବାପାଙ୍କ ମୁଣ୍ଡରେ ବନ୍ଧୁକ ଓ ପୁଅ ବେକରେ ଛୁରି ଲଗାଇ ଦୁର୍ବୃତ୍ତ ଲୁଟିନେଇଛନ୍ତି ନଗଦ ୨୫ ଲକ୍ଷ ଟଙ୍କା ଓ ସୁନା ଅଳଙ୍କାର। ଶୁକ୍ରବାର ରାତିରେ ଭଦ୍ରକ ଗ୍ରାମାଞ୍ଚଳ ଥାନା ଆମ୍ବରଳି ପଞ୍ଚାୟତ ତଳାଙ୍ଗ ଗ୍ରାମରେ ଘଟିଛି ଏହି…

ରିଲ୍ସ ନିଶାରେ ବନ୍ଧୁକ ଧରି ଡ୍ୟାନ୍ସ କଲେ କଂଗ୍ରେସ ବିଧାୟକ, ଭିଡିଓ ଭାଇରାଲ

ବେଙ୍ଗାଲୁରୁ,୧୧।୨: ବ୍ଲକବଷ୍ଟର ଫିଲ୍ମ ଧୁରନ୍ଧରର ଲୋକପ୍ରିୟ ଗୀତ ‘Fa9la’ ଉପରେ ଆଧାରିତ ଏକ ରିଲ ତିଆରି କରି ଜଣେ କଂଗ୍ରେସ ନେତା ଅଡୁଆରେ ଫସି ଯାଇଛନ୍ତି। କର୍ନାଟକ କାଲାବୁରାଗିର କଂଗ୍ରେସ ବିଧାୟକଙ୍କ ଘନିଷ୍ଠ ସହଯୋଗୀ ମତିନ ପଟେଲଙ୍କୁ ଭିଡିଓରେ ପିସ୍ତଲ ଏବଂ…

ଦୁର୍ଘଟଣା ହୋଇଛି ପାଣି ଦିଅ କହି ଘରେ ପଶିଲେ, ବନ୍ଧୁକ ଭୁଜାଲି ବେକରେ ଲଗାଇ ଲୁଟିନେଲେ ସର୍ବସ୍ବ

ପାଟଣା,୧ା୨(ବୀର କିଶୋର ଦାଶ): ଦୁର୍ଘଟଣା ହୋଇଛି ପାଣି ଦିଅ କହି ପ୍ରଥମେ ଘରର ରୋଷେୟାକୁ ମାଡ଼ ମାରିବା ସହ ବାନ୍ଧି ପକାଇବା ପରେ ଉପର ମହଲାକୁ ଯାଇ ବନ୍ଧୁକ ଓ ଛୁରି ଦେଖାଇ ଗଡ୍‌ରେଜ୍‌ରୁ ଶନିବାର ରାତିରେ ଲୁଟିନେଲେ ଲକ୍ଷାଧିକ ଟଙ୍କାର…

ବନ୍ଧୁକ ଧରି କାର୍‌ ଅଟକାଇବା ଫଟୋ ସୋସିଆଲ ମିଡିଆରେ ପୋଷ୍ଟ କଲେ ୨ ଯୁବକ: ସ୍ଥାନୀୟ ଅଞ୍ଚଳରେ ଆତଙ୍କ

ପାଟଣା,୨୨ା୧(ବୀର କିଶୋର ଦାଶ): ରାସ୍ତା ଉପରେ ପୋଲିସ କିମ୍ବା ଆର୍ମିର ବେଆଇନ ବନ୍ଧୁକ ଧରି ଏକ ବୋଲେରୋ ଓ ଏକ କାର୍‌କୁ ଅଟକାଇବା ଭଳି ଫଟୋ ଉଠାଇ ହାଟ୍ସଆପ ଷ୍ଟାଟସ୍‌ରେ ରଖିଛନ୍ତି। ଯେଉଁ ଫଟୋ କି ସ୍ଥାନୀୟ ପାଟଣା ଅଞ୍ଚଳରେ ମୋବାଇଲରୁ…

ବନ୍ଧୁକ ଦେଖାଇ ସୃଷ୍ଟି କରୁଥିଲେ ଆତଙ୍କ: ୩ ଜଣଙ୍କୁ ବାନ୍ଧିଲା ପୋଲିସ

ଭବାନୀପାଟଣା,୧୭ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜୁନାଗଡ଼ ପୋଲିସ ଏକ ଡକାୟତି ମାମଲାରେ ୩ ଜଣଙ୍କୁ ଗିରଫ କରି ବୁଧବାର ଅପରାହ୍ନରେ କୋର୍ଟ ଚାଲାଣ କରିଛି। ଗିରଫ ହୋଇଥିବା ଅଭିଯୁକ୍ତମାନେ ହେଲେ ଜୁନାଗଡ଼ ଥାନା ଅନର୍ଗତ ଅନ୍ତର୍ଲା ଗ୍ରାମର କାହ୍ନୁ ବରିହା (୩୩),…

ଦେଶୀ ବନ୍ଧୁକ, ଧନୁତୀର ଧରି ଜୀବନରେ ମାରିଦେବାକୁ ଦେଉଥିଲେ ଧମକ, ଗାଁରେ ପୋଲିସ ପହଞ୍ଚି…

ଖଡ଼ିଆଳ,୩୧ା୮(ସୁଜିତ୍‌ କୁମାର ପ୍ରଧାନ): ନୂଆପଡ଼ା ଜିଲା କୋମନା ଥାନା ଦେଓଦରା ଗାଁରୁ ଦେଶୀ ବନ୍ଧୁକ ସହ ଦୁଇ ଧନୁତୀର ଜବତ ହୋଇଥିବା ବେଳେ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ। କୋମନା ପୋଲିସଠାରୁ ମିଳିଥିବା ସୂଚନା ଅନୁସାରେ, ଶନିବାର…

ରାସ୍ତାରେ ଯାଉଥିଲେ ଯୁବତୀ, ସୁରକ୍ଷାକର୍ମୀଙ୍କ ବନ୍ଧୁକରୁ ଫୁଟିଲା ଗୁଳି, ଆଉ ତା’ ପରେ…

ଆନନ୍ଦପୁର,୪ା୭(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଘଷିପୁରାରେ ଗୁଳି ଫୁଟିବାରୁ ଜଣେ ଯୁବତୀ ଆହତ ହୋଇଛନ୍ତି। ମେଡିକାଲ ରୋଡ୍‌ରେ ଥିବା ଏକ ଘରୋଇ ବ୍ୟାଙ୍କର ଏଟିଏମ୍‌ରେ ଟଙ୍କା ଭର୍ତ୍ତି କରିବାକୁ ଆସିଥିବା ଭ୍ୟାନ୍‌ର ସୁରକ୍ଷାକର୍ମୀଙ୍କ ବନ୍ଧୁକରୁ ହଠାତ୍‌ ଗୁଳି ଫୁଟିଥିଲା। ତେବେ…

ପୋଲିସର ଚଢ଼ାଉ: ୩ ବନ୍ଧୁକ, ୭୦ ଗୁଳି ଜବତ

କେନ୍ଦ୍ରାପଡ଼ା,୯ା୫(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସହର ଥାନା ଅନ୍ତର୍ଗତ ଇନ୍ଦାଳୋଠାରେ ଗତ ୪ ତାରିଖରେ ଗୁଳିକାଣ୍ଡ ହୋଇଥିଲା। ଏହି ଗୁଳିକାଣ୍ଡରେ ଅପରାଧୀଙ୍କୁ ଧରିବାକୁ ଜିଲା ପୋଲିସ ବିଭିନ୍ନ ସ୍ଥାନରେ ଚଢ଼ାଉ କରୁଛି। ଏହିି କ୍ରମରେ ଗୁରୁବାର ବିଳମ୍ବିତ ରାତିରେ ଟାଉନ ଥାନା ଅନ୍ତର୍ଗତ…

ଘରେ ଦେଶୀ ବନ୍ଧୁକ ରଖିବା ଅଭିଯୋଗରେ ଜଣେ ଗିରଫ

ଦାରିଙ୍ଗବାଡ଼ି,୩ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ପୋଲିସ କୌଣସି ସୂତ୍ରରୁ ଖବର ପାଇ ଚଢ଼ାଉ କରି ଦୁଇଟି ଦେଶୀ ବନ୍ଧୁକ ଜବତ କରିବା ସହ ବେଆଇନ ଅସ୍ତ୍ରଶସ୍ତ୍ର ରଖିବା ଅଭିଯୋଗରେ ପୋଲିସ ଜଣକୁ ଗିରଫ କରି କୋର୍ଟ…

ଗାଁରେ ବନ୍ଧୁକ ଦେଖାଇ ଆତଙ୍କ ସୃଷ୍ଟି କରୁଥିଲେ ବାପ-ପୁଅ, ବାନ୍ଧିଲା ପୋଲିସ

ଗୋପାଳପୁର,୧୫ା୧୧(ନବୀନରାଜ ଆଚାରୀ): ଗଞ୍ଜାମ ଜିଲା ଅଧିନସ୍ଥ ଗୋଳନ୍ଥରା ଥାନା ଅନ୍ତର୍ଗତ ଆମ୍ବପୁର ଗ୍ରାମରେ ଦେଶୀ ବନ୍ଧୁକ ଧରି ଆତଙ୍କ ସୃଷ୍ଟି କରିବା ମାମଲାରେ ସ୍ଥାନୀୟ ପୋଲିସ ବାପ-ପୁଅ ଦୁଇ ଜଣଙ୍କୁ ଗିରଫ କରିବା ସହ ସେମାନଙ୍କ ଠାରୁ ଏକ ଦେଶୀ ବନ୍ଧୁକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?