ଗୁଣ୍ଡିଚା ମନ୍ଦିର ଦଳାଚକଟା ଘଟଣା: ୭ ପୋଲିସଙ୍କୁ ଦାୟୀ କରି… ପୁରୀ,୮ା୧୧: ପୁରୀ ଗୁଣ୍ଡିଚା ମନ୍ଦିର ଦଳାଚକଟା ଘଟଣାରେ କାର୍ଯ୍ୟାନୁଷ୍ଠାନ ପାଇଁ ସୁପାରିସ ହୋଇଛି। ଗତ ୨୯.୬.୨୫ ରଥଯାତ୍ରା ଦିନ ଦଳାଚକଟା ଘଟଣାରେ ୭ ପୋଲିସଙ୍କୁ ଦାୟୀ କରାଯାଇ ସୁପାରିସ କରାଯାଇଛି। ଉନ୍ନୟନ କମିଶନରଙ୍କ ତଦନ୍ତ ରିପୋର୍ଟ ଆଧାରରେ ଏପରି କାର୍ଯ୍ୟାନୁଷ୍ଠାନ...