Tag Archives: gunjam

ବିଦେଶ ଯିବାକୁ ଅନୁମତି ମାଗିଲେ ଜ୍ୟାକଲିନ

ବଲିଉଡ୍‌ ଅଭିନେତ୍ରୀ ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ନାଁ ମନି ଲଣ୍ଡରିଂ ମାମଲାରେ ଆସିବା ପରେ ତାଙ୍କ ବିଦେଶ ଯାତ୍ରା ଉପରେ ପ୍ରତିବନ୍ଧକ ଲାଗିଛି। ଜ୍ୟାକଲିନ ଆବୁଧାବିରେ ଆୟୋଜିତ ହେବାକୁ ଥିବା ଆଇଫା ପୁରସ୍କାରରେ ଯୋଗଦେବେ। ଏଥିପାଇଁ ସେ ୧୫ ଦିନ ବିଦେଶ ଯାତ୍ରା…

ସମିତି ସଭ୍ୟାଙ୍କ ଘର ପୋଡ଼ି, ବିରୋଧୀଙ୍କୁ ଆକ୍ରମଣ

ବାଙ୍କୀ,୨୧ା୩(ସ୍ବ.ପ୍ର.): ପଞ୍ଚାୟତ ନିର୍ବାଚନ ସରିଥିଲେ ମଧ୍ୟ ରାଜନୈତିକ ହିଂସା ଥମିବାର ନଁା ନେଉନାହିଁ। ଶନିବାର କଟକ ଜିଲା ବୈଦେଶ୍ୱର ଥାନା ଅନ୍ତର୍ଗତ କାଳିପୋଇ ପଞ୍ଚାୟତର ୨ ଗ୍ରାମରେ ହୋଲି ଖେଳ ପରେ ରାଜନୈତିକ ହିଂସାକାଣ୍ଡ ଘଟିଛି। ନବନିର୍ବାଚିତ ସମିତି ସଭ୍ୟାଙ୍କ ଘର…

ପୋଖରୀରୁ କଙ୍କାଳ ଉଦ୍ଧାର ଘଟଣା: ଅପମୃତ୍ୟୁ ମାମଲା ହେଲା ହତ୍ୟା ମାମଲା

ଦିଗପହଣ୍ଡି,୧୫ା୯(ଡି.ଏନ.ଏ.)-ଦିଗପହଣ୍ଡି ବ୍ଲକ କଇଠଡ଼ା ପଞ୍ଚାୟତ ଗୁହାଳପୁର ଗ୍ରାମ ସୋଲ ପୋଖରୀ କାମ ଚାଲିଥିବା ବେଳେ ଏପ୍ରିଲ ୧ ତାରିଖ ସନ୍ଧ୍ୟାରେ ଅଖାରେ ଭର୍ତ୍ତି ଏକ ନରକଙ୍କାଳ ମିଳିଥିଲା। ପ୍ରାୟ ଦେଢ଼ବର୍ଷ ପୂର୍ବେ ଗାଁରୁ ନିଖୋଜ ହୋଇଯାଇଥିବା ଯୁବକ କାଳୁ ପ୍ରଧାନଙ୍କ ସ୍ତ୍ରୀ…

ଯୁବତୀଙ୍କୁ ଅସଦାଚରଣ, ବ୍ୟବସାୟୀ ଗିରଫ

ବ୍ରହ୍ମପୁର ଅଫିସ,୨୫ା୮-ଜଣେ ଯୁବତୀଙ୍କୁ ଏକତରଫା ପ୍ରେମ କରି ବିଫଳ ହେବା ପରେ ବିଚ ରାସ୍ତାରେ ତାଙ୍କୁ ଅସଦାଚରଣ କରିବା ଅଭଯୋଗରେ ଟାଉନ ଥାନା ପୋଲିସ ଜଣେ ଯୁବ ବ୍ୟବସାୟୀଙ୍କୁ ରବିବାର ଗିରଫ କରିଛି । ସେ ହେଲେ ପି. ସରୋଜ କୁମାର।…

ବିଦ୍ୟୁତ ଆଘାତରେ ମୋଟର ମେକାନିକ ମୃତ

ବ୍ରହ୍ମପୁର ଅଫିସ,୨୫ା୮-ବିଦ୍ୟୁତ ଆଘାତରେ ଗୁରୁତର ଆହତ ହୋଇ ବ୍ରହ୍ମପୁର ବଡ଼ ମେଡିକାଲରେ ଚିକିତ୍ସିତ ହେଉଥିବା ଜଣେ ମୋଟର ମେକାନିକଙ୍କ ଶନିବାର ରାତିରେ ମୃତ୍ୟୁ ଘଟିଛି। ସେ ହେଲେ ସଦର ଥାନା ଅନ୍ତର୍ଗତ ଲାଞ୍ଜିଆ ଗ୍ରାମର ଟୁଟୁ ଗୌଡ଼ (୩୨)। ବଡବଜାର ଥାନା…

ମହିଳାଙ୍କୁ ଯୌତୁକ ନିର୍ଯାତନା ଅଭିଯୋଗ, ସ୍ବାମୀ ଅଟକ

ବୁଗୁଡ଼ା,୨୫ା୮(ଡି.ଏନ.ଏ.)-ବୁଗୁଡ଼ା ଥାନା ବେତାରସିଙ୍ଗି ଗ୍ରାମରେ ଜଣେ ମହିଳାଙ୍କୁ ଯୌତୁକ ନିର୍ଯାତନା ଦେଇଥିବା ନେଇ ଶନିବାର ରାତିରେ ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ପ୍ରକାରେ ବୁଗୁଡ଼ା ପୋଲିସ ନଂ. ୧୬୯/୧୯ରେ ଏକ ମାମଲା ରୁଜୁ କରି ରବିବାର ମହିଳାଙ୍କ ସ୍ବାମୀଙ୍କୁ ଥାନାରେ ଅଟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?