ଗୁଣପୁରର ସୁଧାରାଣୀଙ୍କୁ ସମ୍ମାନସୂଚକ ଡକ୍ଟରେଟ୍, ସ୍ଥାନୀୟ ଅଞ୍ଚଳରେ ଖୁସିର ଲହରୀ
ଗୁଣପୁର,୧।୬(ସଂକେତ ପାତ୍ର): ରାୟଗଡ଼ା ଜିଲାର ଗୁଣପୁର ସହର ପୁରୁଣା ବସ୍ଷ୍ଟାଣ୍ଡ ଅଞ୍ଚଳସ୍ଥ ବେବର୍ତ୍ତା ସାହିର ବାସିନ୍ଦା ତଥା ସମାଜସେବୀ ଚିନାରି ସୁଧାରାଣୀ (୪୩ଙ୍କୁ ତାଙ୍କର ଉଲ୍ଲେଖନୀୟ ସାମାଜିକ ଓ ଧାର୍ମିକ ସେବା ପାଇଁ ଆମେରିକାସ୍ଥିତ ୟୁନାଇଟେଡ ଟେକ୍ନୋଲୋଜି ରିସର୍ଚ୍ଚ ୟୁନିଭରସିଟି ପକ୍ଷରୁ…
ଦାଦନ ଖଟିବାକୁ ଯାଇଥିବା ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ, ମୃତଦେହ ଆଣିବା ପାଇଁ ପ୍ରଶାସନକୁ ଗୁହାରି
ଗୁଣୁପୁର,୩୧।୫( ସୁଜାତା ପାଢ଼ୀ): ଆନ୍ଧ୍ରକୁ ଦାଦନ ଖଟିବାକୁ ଯାଇଥିବା ଗୁଣପୁର ବ୍ଳକ୍ ଶଗଡା ଗ୍ରାମର ଜୈନକ ଯୁବତୀ ବିଲମା ଗମାଙ୍ଗ (୨୬)ଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ଆନ୍ଧ୍ରର ପଶ୍ଚିମ ଗୋଦାବରୀ ଜିଲା ଭିମାବରମ୍ ଗ୍ରାମରେ ଚିଙ୍ଗୁଡି ଫ୍ୟାକ୍ଟ୍ରି ନିକଟ…
ନିଖିଲଙ୍କୁ ଗୋଡ଼ାଇ ଗୁଳି କରିଥିଲେ ଦୁର୍ବୃତ୍ତ, ୯ ଜଣଙ୍କୁ ବାନ୍ଧିଲା ପୋଲିସ
ଗୁଣପୁର,୧୭ା୫(ସୁଜାତା ପାଢ଼ୀ)- ରାୟଗଡ଼ା ଥାନା ପୋଲିସ ନିଖିଳଙ୍କୁ ଗୁଳି କରି ହତ୍ୟା କରାଯିବା ମାମଲାର ପର୍ଦ୍ଦାଫାଶ କରିଛି । ହତ୍ୟାକାଣ୍ଡରେ ଜଡ଼ିତ ଥିବା ୯ ଜଣଙ୍କୁ ଗିରଫ କରିବାରେ ପୋଲିସ ସକ୍ଷମ ହୋଇଛି । ଏ ନେଇ ପୋଲିସ ପକ୍ଷରୁ ରବିବାର…
ପାଦେପାଦେ ବିପଦ, ଓହଳିଛି ପୌର ପରିଷଦର ସ୍ବାଗତ ହୋର୍ଡିଂ
ଗୁଣପୁର,୪ା୫(ସଂକେତ ପାତ୍ର): ଗୁଣପୁର ସହରକୁ ସ୍ୱାଗତ ଜଣାଇବା ପାଇଁ ପୌରପରିଷଦ ଦ୍ୱାରା ବିକ୍ରମପୁର ପଥପ୍ରାନ୍ତ ନିକଟରେ ସ୍ଥାପିତ ସ୍ୱାଗତ ବୋର୍ଡ୍ ବର୍ତ୍ତମାନ ବିପଦ ସଙ୍କୁଳ ଅବସ୍ଥାରେ ରହିଛି । ସମ୍ପ୍ରତି ଘଟିଥିବା କାଳବୈଶାଖୀ ବାତ୍ୟାର ପ୍ରଭାବରେ ବୋର୍ଡ୍ଟି ଗୁରୁତର ଭାବେ କ୍ଷତିଗ୍ରସ୍ତ…
ସର୍ତ୍ତାବଳୀ ସହ ବର୍ଦ୍ଧିତ ବାର୍ଦ୍ଧକ୍ୟ ଭତ୍ତା, ସରକାର ଆମକୁ ଭୁଆଁ…
ଗୁଣପୁର, ୨୩ା୧(ସଂକେତ ପାତ୍ର ) : ଗତବର୍ଷ ଜାନୁଆରୀ ମାସ ୧୫ତାରିଖରେ ନିର୍ବାଚନ ପ୍ରଶାର ଓ ପ୍ରଚାର ସମୟରେ ଭାରତୀୟ ଜନତା ପାର୍ଟି ମଧୁବାବୁ ଭତ୍ତା ଟଙ୍କା ୧୦୦୦ ରୁ ୩୫୦୦ ଟଙ୍କାକୁ ବଢ଼ାଇବା ପାଇଁ ପ୍ରତିଶ୍ରୁତି ମିଳିଥିଲା । ନିର୍ବାଚନ…
Archives


