ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ… ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି । ଶନିବାର ଦିନ ବିଳମ୍ବିତ ରାତିରେ ଅଡ଼ବା ଛକ ନିକଟରେ ଗାଡ଼ି ଯାଞ୍ଚ…