ଛାତିଥରା ହତ୍ୟାକାଣ୍ଡ; ସ୍ତ୍ରୀଙ୍କ ମୁଣ୍ଡକୁ କାଟି ଫ୍ରିଜରେ ରଖିଲେ ସ୍ବାମୀ, ଆଙ୍ଗୁଠିକୁ….. ଗୁଆହାଟୀ,୭।୯: ଆସାମର ଗୁଆହାଟୀରୁ ସାମ୍ନାକୁ ଆସିଛି ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ । ବିବାହର ମାତ୍ର କିଛି ମାସ ପରେ ୨୫ ବର୍ଷୀୟା ରିୟା ତାଲୁକଦାରଙ୍କ ମୃତଦେହ ତାଙ୍କ ଘରୁ ଉଦ୍ଧାର ହୋଇଛି । ତାଙ୍କ ମୁଣ୍ଡକୁ କାଟି ଏକ ପଲିଥିନ୍ ବ୍ୟାଗ୍ରେ…