ଗ୍ବାଲିୟର ଦୁର୍ଘଟଣାରେ ପ୍ରଭାବିତ ପରିବାରବର୍ଗଙ୍କ ପାଇଁ କ୍ଷତିପୂରଣ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୧୮।୧୦: ମଧ୍ୟପ୍ରଦେଶର ଗ୍ବାଲିୟରରେ ଘଟିଥିବା ଏକ ଦୁର୍ଘଟଣାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଶନିବାର ବିଳମ୍ବିତ ରାତିରେ ଗ୍ବାଲିୟରସ୍ଥିତ ଶୀତଳା ମାତା ମନ୍ଦିର ନିକଟରେ ଏକ ଅନିୟନ୍ତ୍ରିତ ଟ୍ରକ କେତେଜଣ ଲୋକଙ୍କ ଉପରେ ମାଡ଼ିଯିବା ଫଳରେ…

