‘ନିର୍ବାଚନ ଅଟକାଇବା ପାଇଁ କରାଯାଇଛି ହତ୍ୟା’, ୟୁନୁସ ସରକାରଙ୍କ ଉପରେ ଗୁରୁତର ଅଭିଯୋଗ ଆଣିଲେ ହାଦିଙ୍କ ଭାଇ ଢାକା,୨୪।୧୨: ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ହତ୍ୟା ପରେ ବାଂଲାଦେଶରେ ରାଜନୈତିକ ଉତ୍ତେଜନା ବୃଦ୍ଧି ପାଇଛି। ଢାକାରେ ହାଦିଙ୍କ ମୁଣ୍ଡରେ ଗୁଳି ମାଡ଼ ହୋଇଥିଲା, ଯାହା ଫଳରେ ତାଙ୍କର ମୃତ୍ୟୁ ହୋଇଥିଲା। ତାଙ୍କ ଭାଇ ଏବେ ମହମ୍ମଦ ୟୁନୁସଙ୍କ...