ମହମ୍ମଦ ଶାମିଙ୍କ ଠାରୁ ଆରମ୍ଭ କରି ରବି ଶାସ୍ତ୍ରୀ ଯାଏଁ ବଡ ବଡ ସେଲିବ୍ରେଟି କରିଛନ୍ତି ହେୟାର ଟ୍ରାନ୍ସପ୍ଲାଣ୍ଟ, ଗୋଟିଏ ବର୍ଷରେ ହୋଇଛି ଏତିକି କୋଟି ଟଙ୍କାର ବ୍ୟବସାୟ ନୂଆଦିଲ୍ଲୀ,୧୮।୧୧: ଚୁଟି ଝଡିବାରୁ ମୁକ୍ତି ମିଳିବା ପାଇଁ ଏବେ ହେୟାର ଟ୍ରାନ୍ସପ୍ଲାଣ୍ଟର ନୂଆ ଟେକ୍ନୋଲଜି ଆସିଛି। ଯେଉଁମାନେ ଏହି ଚୁଟି ଝଡିବା ସମସ୍ୟା ନେଇ ଗତି କରୁଛନ୍ତି ସେମାନେ ମଧ୍ୟ ଏହାର ଫାଇଦା ଉଠାଉଛନ୍ତି। ଅନେକ ଅଧ୍ୟୟନରେ ଏହା ମଧ୍ୟ...