ହାଲ୍ରେ ଶକ୍ତି ମିଗ୍ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ
ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍ (ହାଲ୍)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ପ୍ରାୟ ୨୧୮ କୋଟି ଟଙ୍କା ବ୍ୟୟ ଅଟକଳରେ ଏହି ପ୍ରକଳ୍ପ…

