ସେୟାର ବଜାରରେ ଏଣ୍ଟ୍ରି ମାରିବ ହଳଦୀରାମ! ୧୦,୦୦୦ କୋଟି ଟଙ୍କାର IPO ଆଣିବାକୁ ପ୍ରସ୍ତୁତି ଆରମ୍ଭ
ନୂଆଦିଲ୍ଲୀ,୧୨।୧୧: ପାରମ୍ପରିକ ଭାରତୀୟ ମିଠା ଏବଂ ନମକିନ୍ ପ୍ରସ୍ତୁତକାରୀ ପ୍ରମୁଖ କମ୍ପାନୀ ‘ହଳଦୀରାମ ସ୍ନାକ୍ସ ଫୁଡ୍’ ଏହାର ଇନିସିଆଲ୍ ପବ୍ଲିକ୍ ଅଫରିଂ (IPO) ପ୍ରକ୍ରିୟାକୁ ଆନୁଷ୍ଠାନିକ ଭାବେ ଆରମ୍ଭ କରିଛି। କମ୍ପାନୀ ପକ୍ଷରୁ ବିଭିନ୍ନ ବିଭାଗ ମଧ୍ୟରେ ସମନ୍ୱୟ ରକ୍ଷା କରିବା…

