ଜନଗହଳିପୂର୍ଣ୍ଣ ପଡ଼ିଆରେ ପଡ଼ିଛି ଅର୍ଦ୍ଧଦଗ୍ଧ ମୃତଦେହ ରାଉରକେଲା,୧୨ା୬(ସଙ୍ଗୀତା ଜେନା): ସେକ୍ଟର ୧୫ଥାନା ଅନ୍ତର୍ଗତ ସେକ୍ଟର ୭/୧୭ଛକ ପଛରେ ଗୁରୁବାର ପୂର୍ବାହ୍ନରେ ଜଣେ ଅପରିଚିତ ବ୍ୟକ୍ତିଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ପଡ଼ିଥିବା ଦେଖାଯାଇଥିଲା। ଏହାର ସୂଚନା ପାଇ ପୋଲିସ ଓ ଫରେନ୍ସିକ୍ ଟିମ୍ ପହଞ୍ଚି ମୃତଦେହ ଜବତ କରିବା ସହ ଅନୁଧ୍ୟାନ…