ହାଲୋଓ୍ବିନ୍ରେ ହିଂସା: ୨୪ ମୃତ
ଓ୍ବାଶିଂଟନ, ୩ା୧୧: ହାଲୋଓ୍ବିନ ସପ୍ତାହନ୍ତରେ ସମଗ୍ର ଆମେରିକାରେ ବିଭିନ୍ନ ସ୍ଥାନରେ ଅନେକ ଗୁଳିକାଣ୍ଡରେ ୨୪ରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଥିବାବେଳେ ପ୍ରାୟ ୧୦୦ଜଣ ଆହତ ହୋଇଛନ୍ତି। ଏହି ହିଂସା କାଲିଫର୍ନିଆରୁ ଡେଲାଓ୍ବେର ପର୍ଯ୍ୟନ୍ତ ବ୍ୟାପିଥିଲା, ଯେଉଁଥିରେ ବିଶ୍ୱବିଦ୍ୟାଳୟି କ୍ୟାମ୍ପସ ଏବଂ ନାଇଟ୍ଲାଇଫ୍…

