ମୋହନା,୧୩ା୧୨(ମନ୍ମଥ ମିଶ୍ର): ଧାନମଳା ମେଶିନରେ ହାତକଟି ଯିବାରୁ ଜଣେ ଯୁବକ ଗୁରୁତର ହୋଇଛନ୍ତି। ଏଭଳି ଘଟଣା ଘଟିଛି ମୋହନା ବ୍ଲକ ଅନ୍ତର୍ଗତ ପିଣ୍ଡିକି ପଞ୍ଚାୟତ ନିଜୁମା ଗାଁରେ।…