ଏହା ଡବଲ ଗେମ୍…, କ୍ରିକେଟର୍ସଙ୍କ ସହ ହ୍ୟାଣ୍ଡସେକ୍ ପାଇଁ କାହିଁକି ନାହିଁ ଅନୁମତି? ଜୟଶଙ୍କରଙ୍କ ସହ PAK ସ୍ପିକରଙ୍କ ହାତ ମିଳାଇବାକୁ ନେଇ… ଇସଲାମାବାଦ/ନୂଆଦିଲ୍ଲୀ,୨।୧: ପାକିସ୍ତାନୀ ବିଶେଷଜ୍ଞ କମର ଚିମା ଢାକାରେ ପାକିସ୍ତାନ ଜାତୀୟ ପରିଷଦର ବାଚସ୍ପତି ଆୟାଜ ସାଦିକଙ୍କ ସହ ବୈଦେଶିକ ମନ୍ତ୍ରୀ ଡକ୍ଟର ଏସ. ଜୟଶଙ୍କରଙ୍କ ହାତ ମିଳାଇବା ଉପରେ ପ୍ରଶ୍ନ ଉଠାଇଛନ୍ତି। ସେ ପ୍ରଶ୍ନ କରିଛନ୍ତି ଯେ ଭାରତୀୟ କ୍ରିକେଟରମାନଙ୍କୁ...