ଯୁବକଙ୍କୁ ହତ୍ୟା କରି ଗଛରେ ଟାଙ୍ଗିଦେଲେ ଆନନ୍ଦପୁର,୧୬ା୬(ସୁଶାନ୍ତ କୁମାର ସାହୁ): ପୋଖରୀ କୂଳ ଗଛରେ ଝୁଲୁଛି ମୃତଦେହ। ପାରିପାଶର୍ବିକ ସ୍ଥିତିରୁ କେହି ହତ୍ୟା କରି ଝୁଲାଇ ଦେଇଥିବା ଅଭିଯୋଗ ଆଣିଲେ ପରିବାର ଲୋକ। ଘଷିପୁରା ଥାନା ଶୈଲଙ୍ଗ ପୋଖରୀ କୂଳ ଗଛରେ ଝୁଲୁଛି ଶୈଲଙ୍ଗ ଗ୍ରାମର ଧରଣୀ...