୫ ଦିନ ପରେ ମିଳିଲା ପ୍ରଧାନଶିକ୍ଷକଙ୍କ ଝୁଲନ୍ତା ମୃତଦେହ, ପାଖରୁ ମିଳିଲା… ଝରିଗାଁ,୨୫ା୨(କିଶୋର ଚନ୍ଦ୍ର ମଣ୍ଡଳ): ନିଖୋଜ ହେବାର ୫ ଦିନ ପରେ ମିଳିଲା ଭାରପ୍ରାପ୍ତ ପ୍ରଧାନଶିକ୍ଷକଙ୍କ ମୃତଦେହ। ଯାହାକି ପରିବାର ଏବଂ ବିଦ୍ୟାଳୟରେ ଶୋକାକୁଳ ପରିବେଶ ସୃଷ୍ଟି କରିଛି। ମୃତକ ଶିକ୍ଷକ ହେଉଛନ୍ତି ନବରଙ୍ଗପୁର ଜିଲା ଉମରକୋଟ ସହର ନିକଟସ୍ଥ ବଡ଼ଭରଣ୍ଡି ଗ୍ରାମର…