ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର… ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ ହେଲେ ୧୧୦ ବର୍ଷର ବଟ ମଲ୍ଲିକ। ସେ ତାଙ୍କର ବିଧବା ବୋହୂ, ନାତୁଣୀ…