ବୁଡ଼ିଗଲା ବୋଟ୍, ୧୫ ଭାରତୀୟ ପର୍ଯ୍ୟଟକଙ୍କ ମୃତ୍ୟୁ ହାନୋଇ,୧୧ା୭: ଦକ୍ଷିଣ ଭିଏତନାମାର ଫୁ କ୍ୱୋକ୍ ଦ୍ୱୀପ ନିକଟରେ ଏକ ସ୍ପିଡ୍ ବୋଟ୍ ବୁଡ଼ିଯିବାରୁ ଅତି କମ୍ରେ ୧୫ ଭାରତୀୟ ପର୍ଯ୍ୟଟକଙ୍କ ମୃତ୍ୟୁ ହୋଇଛି ବୋଲି ସ୍ଥାନୀୟ କର୍ତ୍ତୃପକ୍ଷ କହିଛନ୍ତି। କର୍ତ୍ତୃପକ୍ଷ କହିଛନ୍ତି ଯେ, ବୋଟ୍ରେ ୩୨ ଜଣ ଭାରତୀୟ ପର୍ଯ୍ୟଟକ…