ମଞ୍ଚରେ ଅଭିନୟବେଳେ ଟଳିପଡ଼ିଲେ ହନୁମାନ କଳାକାର ମିଥୁନ, ଲୁହରେ ଭିଜିଲା ପୂରା ଗାଁ…
ଦିଗପହଣ୍ଡି,୨୫ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଉଡ଼ିଆ ଗ୍ରାମର ଲୋକପ୍ରିୟ ମଞ୍ଚ କଳାକାର ମିଥୁନ ପ୍ରଧାନ (୩୫)ଙ୍କର ମଙ୍ଗଳବାର ରାତିରେ ହୃଦ୍ଘାତରେ ପରଲୋକ ହୋଇଛି। କାର୍ତ୍ତିକ ପୂର୍ଣ୍ଣିମା ଯାତ୍ରା ଅବସରରେ ରାମାୟଣ ନାଟକ ପରିବେଷଣ ଚାଲିଥିବାବେଳେ ସେ ମଞ୍ଚ…

