ଦିଗପହଣ୍ଡି,୨୫ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଉଡ଼ିଆ ଗ୍ରାମର ଲୋକପ୍ରିୟ ମଞ୍ଚ କଳାକାର ମିଥୁନ ପ୍ରଧାନ (୩୫)ଙ୍କର ମଙ୍ଗଳବାର ରାତିରେ ହୃଦ୍ଘାତରେ ପରଲୋକ ହୋଇଛି।…