ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ପରେ ଷ୍ଟକ ମାର୍କେଟରେ ଫେରିଛି ଖୁସି, ସେନସେକ୍ସ ୨୪୦୦ ପଏଣ୍ଟ ଟପିଛି, ବୃଦ୍ଧି ପାଇଛି ନିଫ୍ଟି ନୂଆଦିଲ୍ଲୀ,୩।୨: ଆମେରିକା ବାଣିଜ୍ୟ ଚୁକ୍ତିର ପ୍ରଭାବ ଭାରତୀୟ ଷ୍ଟକ ବଜାରରେ ଅନୁଭୂତ ହେଉଛି। ମଙ୍ଗଳବାର ପ୍ରାରମ୍ଭିକ କାରବାରରେ ଭାରତୀୟ ଷ୍ଟକ ବଜାରରେ ଏକ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି। ପ୍ରାରମ୍ଭିକ ସେସନରେ ସେନ୍ସେକ୍ସ ୩,୩୦୦ ପଏଣ୍ଟରୁ ଅଧିକ ବୃଦ୍ଧି ପାଇଥିଲା, ଯେତେବେଳେ…