Stock Market Today: ନୂଆବର୍ଷର ପ୍ରଥମ ଦିନରେ ଉପର ମୁହାଁ ଷ୍ଟକ ମାର୍କେଟ, ମାଲେମାଲ ନିବେଶକ ନୂଆଦିଲ୍ଲୀ,୧।୧: ନୂତନ ବର୍ଷର ପ୍ରଥମ ଦିନ, ଜାନୁଆରୀ ୧, ୨୦୨୬ ରେ ଭାରତୀୟ ଷ୍ଟକ୍ ବଜାର ଜୋରଦାର ଆରମ୍ଭ ହୋଇଛି । ସକାଳ ପ୍ରାୟ ୯ଟା ୩୦ରେ, BSE ସେନସେକ୍ସ ୧୯୦ ପଏଣ୍ଟ ବୃଦ୍ଧି ପାଇ ୮୫,୪୧୦.୭୪ ରେ ପହଞ୍ଚିଥିଲା...