ଓଜନ କମାଇବାର ଜାପାନୀ ଫର୍ମୁଲା: ଏହି ଜାଦୁଗରୀ ଅଭ୍ୟାସରେ ତୁରନ୍ତ ହ୍ରାସ ପାଇବ ଓଜନ ବିଶ୍ୱର ସୁସ୍ଥ ଦେଶ ମାନଙ୍କ ମଧ୍ୟରେ ଜାପାନ ବହୁତ ଆଗରେ ରହିଥାଏ। ଏଠାକାର ଲୋକେ ପତଳା ହେବା ସହିତ ବହୁତ ପରିଶ୍ରମୀ ମଧ୍ୟ। ତେବେ ଆସନ୍ତୁ ଜାଣିବା ଜାପାନୀ ଲୋକଙ୍କର ଖାଇବା ପିଇବା ଅଭ୍ୟାସ ସମ୍ପର୍କରେ, ଯାହାକୁ ଆପଣାଇ ଆପଣ...