ଅଚାନକ ସ୍କୁଲ ଗସ୍ତ କରି ଶିକ୍ଷକଙ୍କ ଦରମା ବନ୍ଦ କଲେ BEO ବୌଦ୍ଧ,୩୦।୧୧: ଆକ୍ସନରେ ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ(BEO)। କାର୍ଯ୍ୟରେ ଅବହେଳା ଅଭିଯୋଗରେ BEO ୮ଟି ସ୍କୁଲର ୧୦ଜଣ ଶିକ୍ଷକଙ୍କ ଦରମା ବନ୍ଦ କରିଛନ୍ତି। ଏପରିକି କାର୍ଯ୍ୟରେ ଅବହେଳା କରିଥିବାରୁ ଶିକ୍ଷକମାନଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି।…