ବଢ଼ିଲା LPG ସିଲିଣ୍ଡର ମୂଲ୍ୟ, ଘୋଷଣା କଲେ କେନ୍ଦ୍ର ସରକାର ନୂଆଦିଲ୍ଲୀ,୭ା୪: କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ହାରଦୀପ ସିଂହ ପୁରୀ ସୋମବାର ଘୋଷଣା କରିଛନ୍ତି ଯେ, ଏଲପିଜି ସିଲିଣ୍ଡର ପିଛା ୫୦ ଟଙ୍କା ବୃଦ୍ଧି ପାଇବ। ଏହି ବର୍ଦ୍ଧିତ ଦର ମଙ୍ଗଳବାରଠାରୁ ଲାଗୁ ହେବ। ଦର ବୃଦ୍ଧି ସହିତ ଉଜ୍ଜଳା ବ୍ୟତୀତ ଘରୋଇ…