ଲକ୍ଷ୍ନୌରେ ଭୟଙ୍କର ବାୟୁ ପ୍ରଦୂଷଣ: ଟସ୍ ବିଳମ୍ବ, ମାସ୍କ ପିନ୍ଧି ହାର୍ଦ୍ଦିକଙ୍କ ଫଟୋ ଭାଇରାଲ ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍ର ଟସ୍ ଘନ କୁହୁଡ଼ି ଯୋଗୁଁ ବିଳମ୍ବ ହୋଇଛି। ଷ୍ଟାଡିୟମରେ ଏତେ ମାତ୍ରାରେ କୁହୁଡ଼ି ଘେରି ରହିଛି ଯେ,...