T୨୦ ବିଶ୍ୱକପ୍ ସେମିଫାଇନାଲ ପୂର୍ବରୁ ଟିମ୍ ଇଣ୍ଡିଆରେ ହଲଚଲ: ହୋଟେଲ ଛାଡ଼ି ଘରକୁ ଗଲେ ସୂର୍ଯ୍ୟକୁମାର-ହାର୍ଦ୍ଦିକ-ଶିବମ, ପ୍ରଶ୍ନ ଘେରରେ… ମୁମ୍ବାଇ,୩।୩: T୨୦ ବିଶ୍ୱକପ୍ ୨୦୨୬ର ସେମିଫାଇନାଲରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ହେବାକୁ ଯାଉଛି ମହାଲଢ଼େଇ। ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ ପାଇଁ ଭାରତୀୟ ଦଳ ମୁମ୍ବାଇରେ ପହଞ୍ଚି ସାରିଛି। କିନ୍ତୁ ଏହି ସମୟରେ ଏକ ଘଟଣା ସମସ୍ତଙ୍କୁ ଚକିତ କରିଦେଇଛି। ଦଳର…