Tag Archives: Hardik Pandya

ବାରବାଟୀରେ ଏକାକୀ ପ୍ରାକ୍ଟିସ କଲେ ହାର୍ଦ୍ଦିକ ପାଣ୍ଡ୍ୟା

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ପ୍ରଥମ ଟି-୨୦ ମ୍ୟାଚ ପାଇଁ କ୍ରିକେଟ୍‌ ଉତ୍କଣ୍ଠା ବୃଦ୍ଧି ପାଇବାରେ ଲାଗିଛି । ଉଭୟ ଦଳର ଖେଳାଳିମାନେ ଭୁବନେଶ୍ୱରରେ ପହଞ୍ଚି ସାରିଥିବା…

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର ଖେଳାଳି ଭୁବନେଶ୍ୱରରେ ପହଞ୍ଚିବା ଆରମ୍ଭ ହୋଇଯାଇଛି। ଇତିମଧ୍ୟରେ ଭାରତୀୟ ଦଳର ଅଲ୍‌ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା…

ଏମିତି କ’ଣ କଲେ ହାର୍ଦ୍ଦିକଙ୍କ ଗର୍ଲଫ୍ରେଣ୍ଡ? ଯାହାକୁ ନେଇ ଏବେ ହେଉଛି ଖୁବ ଚର୍ଚ୍ଚା

ନୂଆଦିଲ୍ଲୀ,୫।୧୧: ଭାରତୀୟ କ୍ରିକେଟ ଦଳର ଷ୍ଟାର କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଆଘାତ ଯୋଗୁ ଖେଳରୁ ଦୂରରେ ଅଛନ୍ତି। ପାଣ୍ଡ୍ୟା ବର୍ତ୍ତମାନ ତାଙ୍କ ପ୍ରେମିକା ମାହିକା ଶର୍ମାଙ୍କ ସହ ସମୟ ବିତାଉଛନ୍ତି। ହାର୍ଦ୍ଦିକ ତାଙ୍କ ଜନ୍ମଦିନରେ ତାଙ୍କ ସହ ଏକ ଫଟୋ ଶେୟାର…

ଜସପ୍ରିତ ବୁମରାହଙ୍କଠାରୁ ହାର୍ଦ୍ଦିକ ପାଣ୍ଡ୍ୟା ପର୍ଯ୍ୟନ୍ତ, ଏହି ୫ ଷ୍ଟାର ଖେଳାଳି ODI ସିରିଜରେ ଟିମ ଇଣ୍ଡିଆରୁ ବିଦା

ନୂଆଦିଲ୍ଲୀ,୫।୧୦: ଭାରତ ଏବଂ ଅଷ୍ଟ୍ରେଲିଆ (IND vs AUS) ଅକ୍ଟୋବର 19ରୁ ତିନି ମ୍ୟାଚ ବିଶିଷ୍ଟ ODI ସିରିଜ ଖେଳିବେ। ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI) ଏହି ସିରିଜ ପାଇଁ ଭାରତୀୟ ଦଳ ଘୋଷଣା କରିଛି। ରୋହିତ ଶର୍ମାଙ୍କ ସ୍ଥାନରେ…

ଏସିଆ କପ ଜିତିବା ପରେ ଟିମ୍‌ ଇଣ୍ଡିଆ ପାଇଁ ନାହିଁ କିଛି ଭଲ ଖବର, ହାର୍ଦ୍ଦିକ ପାଣ୍ଡ୍ୟା ଅଷ୍ଟ୍ରେଲିଆ ଯିବା ମୁସ୍କିଲ

ନୂଆଦିଲ୍ଲୀ,୩୦।୯: ଶ୍ରୀଲଙ୍କା ବିପକ୍ଷରେ ଏସିଆ କପ ମ୍ୟାଚରେ କେବଳ ଗୋଟିଏ ଓଭର ବୋଲିଂ କରିଥିବା ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ନଭେମ୍ବରରେ ଅଷ୍ଟ୍ରେଲିଆ ବିପକ୍ଷରେ ସୀମିତ ଓଭର ସିରିଜ ଖେଳିପାରିବେ ନାହିଁ। ବିସିସିଆଇ ସୂତ୍ର ଅନୁଯାୟୀ, ତାଙ୍କୁ ଚାରି ସପ୍ତାହ ବିଶ୍ରାମ…

ପାକିସ୍ତାନ ବିପକ୍ଷରେ ଇତିହାସ ଚରିବେ ହାର୍ଦ୍ଦିକ ପାଣ୍ଡ୍ୟା? ମାତ୍ର ଦୁଇ ପାଦ ପଛରେ ଅଛନ୍ତି…

ନୂଆଦିଲ୍ଲୀ,୨୭।୯: ୨୦୨୫ ଏସିଆ କପର ଫାଇନାଲ ମ୍ୟାଚ ରବିବାର, ସେପ୍ଟେମ୍ବର ୨୮ ତାରିଖରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଖେଳାଯିବ। ଏହି ମ୍ୟାଚରେ ଟିମ ଇଣ୍ଡିଆର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପାଖରେ ଏକ ଜବରଦସ୍ତ ଶତକ ପୂରଣ କରିବାର ସୁଯୋଗ…

ଚର୍ଚ୍ଚାରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଗର୍ଲ ଫ୍ରେଣ୍ଡ ମାହିକା ଶର୍ମା

ନୂଆଦିଲ୍ଲୀ,୧୬।୯: ଟିମ ଇଣ୍ଡିଆର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବ୍ୟକ୍ତିଗତ ଜୀବନ ଯେତିକି ଖବରରେ ଅଛି, ପଡ଼ିଆରେ ମଧ୍ୟ ସେତିକି ଚର୍ଚ୍ଚାରେ ଅଛି। ଗତ କିଛି ବର୍ଷ ମଧ୍ୟରେ ୩୧ ବର୍ଷୀୟ ହାର୍ଦ୍ଦିକଙ୍କ ବ୍ୟକ୍ତିଗତ ଜୀବନ ଅନେକ ଉତ୍ଥାନ-ପତନ ଦେଇ ଗତି…

ଚର୍ଚ୍ଚାରେ ହାର୍ଦିକ ପାଣ୍ଡ୍ୟାଙ୍କ ଘଣ୍ଟା, ଏସିଆ କପ୍ ପୁରସ୍କାର ରାଶିର ୭ ଗୁଣ

ଦୁବାଇ,୮।୯: ଏସିଆ କପ ୨୦୨୫ ମଙ୍ଗଳବାର, ୯ ସେପ୍ଟେମ୍ବରରୁ ଆରମ୍ଭ ହେଉଛି, ଯେଉଁଥିରେ ଭାରତୀୟ ଦଳ ପ୍ରଥମ ମ୍ୟାଚ ୧୦ ସେପ୍ଟେମ୍ବରରେ ସଂଯୁକ୍ତ ଆରବ ଏମିରେଟ୍ସ(ୟୁଏଇ) ବିପକ୍ଷରେ ଖେଳିବ। ଏହା ପୂର୍ବରୁ ଭାରତୀୟ ଅଲରାଉଣ୍ଡର ହାର୍ଦିକ ପାଣ୍ଡ୍ୟା ତାଙ୍କ ଆଡମ୍ବରପୂର୍ଣ୍ଣ ଜୀବନଶୈଳୀ…

କେବେ ୭୦-୮୦ ଲକ୍ଷ ତ ପୁଣି କେତେବେଳେ କାର, ଆଉ କେତେବେଳେ ଅନ୍ୟର ବିବାହାର ସମସ୍ତ ଖର୍ଚ୍ଚ ଉଠାନ୍ତି ପାଣ୍ଡ୍ୟା ବଦର୍ସ, ଜାଣନ୍ତୁ ଏମାନଙ୍କ ମହାନତା

ନୂଆଦିଲ୍ଲୀ,୬।୯: ହାର୍ଦ୍ଦିକ ପାଣ୍ଡ୍ୟା ଏବଂ କୃଣାଲ ପାଣ୍ଡ୍ୟା ସେମାନଙ୍କ ବଦାନ୍ୟତା ପାଇଁ ବେଶ ଚର୍ଚ୍ଚାରେ। ଗ୍ରାଉଣ୍ଡରେ ବୋଲରମାନଙ୍କୁ ଚକମା ଦେଉଥିବା ପାଣ୍ଡ୍ୟା ଭାଇମାନେ ପଡ଼ିଆ ବାହାରେ ବହୁତ ସମ୍ବେଦନଶୀଳ। ପିଲାଦିନର ପ୍ରଶିକ୍ଷକ ଜିତେନ୍ଦ୍ର କୁମାର ସେମାନଙ୍କ ମାନବୀୟ ଚେହେରାକୁ ପ୍ରକାଶ କରିଛନ୍ତି।…

ଆସନ୍ତା ୪୮ ଘଣ୍ଟା ହାର୍ଦ୍ଦିକଙ୍କ ପାଇଁ ବେଶ ଗୁରୁତ୍ୱପୂର୍ଣ୍ଣ, ପାସ ହେଲେ ଏସିଆ କପ, ଫେଲ ହେଲେ…

ନୂଆଦିଲ୍ଲୀ,୧୧।୮: ଏସିଆ କପ ପୂର୍ବରୁ, ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫିଟନେସ ପରୀକ୍ଷା ସୋମବାର ବେଙ୍ଗାଲୁରୁର NCA (ସେଣ୍ଟର ଅଫ ଏକ୍ସିଲେନ୍ସ) ରେ ଅନୁଷ୍ଠିତ ହେବାକୁ ଯାଉଛି। ଏହି ଦୁଇ ଦିନିଆ ପରୀକ୍ଷାର ରିପୋର୍ଟ ଉପରେ ସମସ୍ତଙ୍କ ନଜର ରହିବ। ଫିଟନେସ ପରୀକ୍ଷାରେ ପାସ…

‘ହଁ ମୁଁ ଦୋଷୀ…’, IPLରୁ ବାହାରିବା ପରେ କାହିଁକି ଏମିତି କହିଲେ ହାର୍ଦ୍ଦିକ ପାଣ୍ଡ୍ୟା, ଜାଣନ୍ତୁ…

ନୂଆଦିଲ୍ଲୀ,୨।୬: IPL ୨୦୨୫ କ୍ୱାଲିଫାୟର-୨ରେ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗ୍ସ ସହିତ ମୁକାବିଲା କରିଥିଲା। ଏହି ମ୍ୟାଚରେ ଶ୍ରେୟସ ଆୟରଙ୍କ ୮୭ ରନର ଅପରାଜିତ ଇନିଂସ ଆଧାରରେ ପଞ୍ଜାବ କିଙ୍ଗ୍ସ ମୁମ୍ବାଇକୁ ୫ୱିକେଟରେ ପରାସ୍ତ କରିଥିଲା। ଏହି ମ୍ୟାଚରେ ବିଜୟ ସହିତ,…

କାହିଁକି ଭାଙ୍ଗି ପଡ଼ିଲେ ହାର୍ଦ୍ଦିକ ପାଣ୍ଡ୍ୟା, ପଡ଼ିଆ ମଝିରେ କାନ୍ଦି କାନ୍ଦି ବେହାଲ, ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨।୬: ଜୁନ ୧ ରାତି ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଏକ ଅନ୍ଧକାର ରାତି ଥିଲା। ବର୍ଷା ଯୋଗୁଁ IPL ୨୦୨୫ କ୍ୱାଲିଫାୟର-୨ ମ୍ୟାଚ ବିଳମ୍ବରେ ଆରମ୍ଭ ହୋଇଥିଲା। ମ୍ୟାଚରେ ମୁମ୍ବାଇ ପଞ୍ଜାବକୁ ୨୦୪ ରନର ଟାର୍ଗେଟ ଦେଇଥିଲା, ସେଠାରେ ଶ୍ରେୟସ ଆୟରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?