Tag Archives: Hardik Pandya

ମାତ୍ର ୨ ବଲ୍‌ରେ ବଡ଼ ରେକର୍ଡ ଭାଙ୍ଗିଦେଲେ ହାର୍ଦ୍ଦିକ ପାଣ୍ଡ୍ୟା: ପଡ଼ିଆରେ ରୋମାଞ୍ଚକର ଯୁଦ୍ଧ

ନୂଆଦିଲ୍ଲୀ,୧୩।୨: ୨୦୨୬ ଟି-୨୦ ବିଶ୍ୱକପର ୧୮ତମ ମ୍ୟାଚରେ ଟିମ ଇଣ୍ଡିଆ ନାମ୍ବିଆ ବିପକ୍ଷରେ ସହଜ ବିଜୟ ହାସଲ କରିଛି। ଏହି ମ୍ୟାଚରେ ଭାରତର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ଶିବମ ଦୁବେଙ୍କ ମଧ୍ୟରେ ଏକ ରୋମାଞ୍ଚକର ଯୁଦ୍ଧ ହୋଇଥିଲା। ଉଭୟ…

ନାମ୍ବିୟାକୁ ଧୂଳି ଚଟାଇଲା ଭାରତ: ୯୩ ରନରେ ଐତିହାସିକ ବିଜୟ ସହ ରଚିଲା ନୂଆ ରେକର୍ଡ

ନୂଆଦିଲ୍ଲୀ,୧୨।୨: ଟି୨୦ ବିଶ୍ୱକପ ୨୦୨୬ରେ ଭାରତୀୟ ଦଳ ନିଜର ଦବଦବା ବଜାୟ ରଖିଛି। ଗୁରୁବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଗ୍ରୁପ୍-ଏ ମ୍ୟାଚରେ ଭାରତ ନାମ୍ବିୟାକୁ ୯୩ ରନର ଏକ ବଡ଼ ବ୍ୟବଧାନରେ ପରାସ୍ତ କରିଛି। ଟି୨୦ ବିଶ୍ୱକପ ଇତିହାସରେ…

ଅଶାଳୀନ ମନ୍ତବ୍ୟ ଦେଲେ ଫ୍ୟାନ୍‌: ସମସ୍ତଙ୍କୁ ଚକିତ କଲା ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପ୍ରତିକ୍ରିୟା

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ୍ ଅଲ୍-ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସହ ଜଣେ ଫ୍ୟାନ୍‌ଙ୍କ ଅଶାଳୀନ ଆଚରଣର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଖ୍ରୀଷ୍ଟମାସ ଇଭ୍‌ରେ ହାର୍ଦ୍ଦିକ ତାଙ୍କ ଗର୍ଲଫ୍ରେଣ୍ଡ ମାହିକା ଶର୍ମାଙ୍କ ସହ ଏକ ରେଷ୍ଟୁରାଣ୍ଟ ବାହାରେ ନଜର…

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ ଟି-୨୦ କ୍ରିକେଟରେ ୧୦୦୦ ରନ୍ ଏବଂ ୧୦୦ ୱିକେଟ୍ ପୂରଣ କରିବାରେ ବିଶ୍ୱର ପ୍ରଥମ…

ପ୍ରେମିକାଙ୍କ ‘ବ୍ୟକ୍ତିଗତ ମୁହୂର୍ତ୍ତ’ ଭାଇରାଲ୍, ଓଡ଼ିଶାରେ ଥାଇ ମିଡିଆ ଉପରେ ବର୍ଷିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୯ା୧୨: ଭାରତୀୟ କ୍ରିକେଟ୍ ଦଳର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ନିଜ ପ୍ରେମିକା ମହିକା ଶର୍ମାଙ୍କ ଭିଡିଓ ଏବଂ ଫଟୋ ଅନୁଚିତ ଆଙ୍ଗେଲ୍‌ରେ ଉଠାଇଥିବା ପାପାରାଜିଙ୍କ ଉପରେ ସୋସିଆଲ ମିଡିଆରେ କ୍ଷୋଭ ପ୍ରକାଶ କରିଛନ୍ତି। ସେ ଏହାକୁ ‘ଅପମାନଜନକ’ ଏବଂ ‘ବ୍ୟକ୍ତିଗତ ଜୀବନରେ…

ବାରବାଟୀରେ ଏକାକୀ ପ୍ରାକ୍ଟିସ କଲେ ହାର୍ଦ୍ଦିକ ପାଣ୍ଡ୍ୟା

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ପ୍ରଥମ ଟି-୨୦ ମ୍ୟାଚ ପାଇଁ କ୍ରିକେଟ୍‌ ଉତ୍କଣ୍ଠା ବୃଦ୍ଧି ପାଇବାରେ ଲାଗିଛି । ଉଭୟ ଦଳର ଖେଳାଳିମାନେ ଭୁବନେଶ୍ୱରରେ ପହଞ୍ଚି ସାରିଥିବା…

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର ଖେଳାଳି ଭୁବନେଶ୍ୱରରେ ପହଞ୍ଚିବା ଆରମ୍ଭ ହୋଇଯାଇଛି। ଇତିମଧ୍ୟରେ ଭାରତୀୟ ଦଳର ଅଲ୍‌ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା…

ଏମିତି କ’ଣ କଲେ ହାର୍ଦ୍ଦିକଙ୍କ ଗର୍ଲଫ୍ରେଣ୍ଡ? ଯାହାକୁ ନେଇ ଏବେ ହେଉଛି ଖୁବ ଚର୍ଚ୍ଚା

ନୂଆଦିଲ୍ଲୀ,୫।୧୧: ଭାରତୀୟ କ୍ରିକେଟ ଦଳର ଷ୍ଟାର କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଆଘାତ ଯୋଗୁ ଖେଳରୁ ଦୂରରେ ଅଛନ୍ତି। ପାଣ୍ଡ୍ୟା ବର୍ତ୍ତମାନ ତାଙ୍କ ପ୍ରେମିକା ମାହିକା ଶର୍ମାଙ୍କ ସହ ସମୟ ବିତାଉଛନ୍ତି। ହାର୍ଦ୍ଦିକ ତାଙ୍କ ଜନ୍ମଦିନରେ ତାଙ୍କ ସହ ଏକ ଫଟୋ ଶେୟାର…

ଜସପ୍ରିତ ବୁମରାହଙ୍କଠାରୁ ହାର୍ଦ୍ଦିକ ପାଣ୍ଡ୍ୟା ପର୍ଯ୍ୟନ୍ତ, ଏହି ୫ ଷ୍ଟାର ଖେଳାଳି ODI ସିରିଜରେ ଟିମ ଇଣ୍ଡିଆରୁ ବିଦା

ନୂଆଦିଲ୍ଲୀ,୫।୧୦: ଭାରତ ଏବଂ ଅଷ୍ଟ୍ରେଲିଆ (IND vs AUS) ଅକ୍ଟୋବର 19ରୁ ତିନି ମ୍ୟାଚ ବିଶିଷ୍ଟ ODI ସିରିଜ ଖେଳିବେ। ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI) ଏହି ସିରିଜ ପାଇଁ ଭାରତୀୟ ଦଳ ଘୋଷଣା କରିଛି। ରୋହିତ ଶର୍ମାଙ୍କ ସ୍ଥାନରେ…

ଏସିଆ କପ ଜିତିବା ପରେ ଟିମ୍‌ ଇଣ୍ଡିଆ ପାଇଁ ନାହିଁ କିଛି ଭଲ ଖବର, ହାର୍ଦ୍ଦିକ ପାଣ୍ଡ୍ୟା ଅଷ୍ଟ୍ରେଲିଆ ଯିବା ମୁସ୍କିଲ

ନୂଆଦିଲ୍ଲୀ,୩୦।୯: ଶ୍ରୀଲଙ୍କା ବିପକ୍ଷରେ ଏସିଆ କପ ମ୍ୟାଚରେ କେବଳ ଗୋଟିଏ ଓଭର ବୋଲିଂ କରିଥିବା ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ନଭେମ୍ବରରେ ଅଷ୍ଟ୍ରେଲିଆ ବିପକ୍ଷରେ ସୀମିତ ଓଭର ସିରିଜ ଖେଳିପାରିବେ ନାହିଁ। ବିସିସିଆଇ ସୂତ୍ର ଅନୁଯାୟୀ, ତାଙ୍କୁ ଚାରି ସପ୍ତାହ ବିଶ୍ରାମ…

ପାକିସ୍ତାନ ବିପକ୍ଷରେ ଇତିହାସ ଚରିବେ ହାର୍ଦ୍ଦିକ ପାଣ୍ଡ୍ୟା? ମାତ୍ର ଦୁଇ ପାଦ ପଛରେ ଅଛନ୍ତି…

ନୂଆଦିଲ୍ଲୀ,୨୭।୯: ୨୦୨୫ ଏସିଆ କପର ଫାଇନାଲ ମ୍ୟାଚ ରବିବାର, ସେପ୍ଟେମ୍ବର ୨୮ ତାରିଖରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଖେଳାଯିବ। ଏହି ମ୍ୟାଚରେ ଟିମ ଇଣ୍ଡିଆର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପାଖରେ ଏକ ଜବରଦସ୍ତ ଶତକ ପୂରଣ କରିବାର ସୁଯୋଗ…

ଚର୍ଚ୍ଚାରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଗର୍ଲ ଫ୍ରେଣ୍ଡ ମାହିକା ଶର୍ମା

ନୂଆଦିଲ୍ଲୀ,୧୬।୯: ଟିମ ଇଣ୍ଡିଆର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବ୍ୟକ୍ତିଗତ ଜୀବନ ଯେତିକି ଖବରରେ ଅଛି, ପଡ଼ିଆରେ ମଧ୍ୟ ସେତିକି ଚର୍ଚ୍ଚାରେ ଅଛି। ଗତ କିଛି ବର୍ଷ ମଧ୍ୟରେ ୩୧ ବର୍ଷୀୟ ହାର୍ଦ୍ଦିକଙ୍କ ବ୍ୟକ୍ତିଗତ ଜୀବନ ଅନେକ ଉତ୍ଥାନ-ପତନ ଦେଇ ଗତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?