Tag Archives: Hardik Pandya

ଶୀର୍ଷରେ ଅଲ୍‌ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା, ନଂ. ୩କୁ ଖସିଲେ ମିଷ୍ଟ୍ରୀ ସ୍ପିନର ଚକ୍ରବର୍ତ୍ତୀ

ଦୁବାଇ,୨ା୪: ଭାରତର ମିଷ୍ଟ୍ରୀ ସ୍ପିନର ବରୁନ ଚକ୍ରବର୍ତ୍ତୀ ଆଇସିସି ପୁରୁଷ ଟି୨୦ ବୋଲିଂ ର଼୍ୟାଙ୍କିଙ୍ଗ୍ସରେ ଗୋଟିଏ ସ୍ଥାନ ତଳକୁ ଖସି ୩ୟ ସ୍ଥାନରେ ରହିଛନ୍ତି। ଅନ୍ୟପକ୍ଷରେ ହାର୍ଦ୍ଦିକ ପାଣ୍ଡ୍ୟା ଅଲ୍‌ରାଉଣ୍ଡରଙ୍କ ତାଲିକାରେ ପୂର୍ବଭଳି ଶୀର୍ଷରେ ରହିଛନ୍ତି। ଏ ନେଇ ଆଇସିସିର ସଦ୍ୟ…

Watch: ପ୍ରେମରେ ଉବୁଟୁବୁ ହାର୍ଦ୍ଦିକ ପାଣ୍ଡ୍ୟା: ଷ୍ଟାଡିୟମରେ ବସି ଚିୟର୍‌ କରୁଛନ୍ତି ଗର୍ଲଫ୍ରେଣ୍ଡ

ମୁମ୍ବାଇ,୧।୪: କୋଲକାତା ନାଇଟ ରାଇଡର୍ସକୁ ୮ ଉଇକେଟରେ ପରାସ୍ତ କରି ମୁମ୍ବାଇ ଇଣ୍ଡିଆନ୍ସ ପଏଣ୍ଟ ଟେବୁଲରେ ଏକ ବଡ଼ ଲମ୍ଫ ମାରିଛି। ଦଳି ଦଶମ ସ୍ଥାନରୁ ଷଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛି। ଅଶ୍ୱିନୀ କୁମାର ତାଙ୍କର ଆଇପିଏଲ ଡେବ୍ୟୁ ମ୍ୟାଚ ଖେଳୁଥିବା…

ହାର୍ଦ୍ଦିକଙ୍କ ବିସ୍ଫୋରକ ଛକା ଦେଖି ଖୁସିରେ ଡେଇଁଲେ ଗର୍ଲଫ୍ରେଣ୍ଡ

ଦୁବାଇ,୫।୩: ହାର୍ଦ୍ଦିକ ପାଣ୍ଡ୍ୟା ଚାମ୍ପିଅନ୍ସ ଟ୍ରଫି ସେମିଫାଇନାଲ ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ବିପକ୍ଷରେ ୨୮ ରନ୍‌ରେ ଏକ ଧମାକାଦାର ଇନିଂସ ଖେଳିଥିଲେ। ସେ ଆଉଟ ହେବାବେଳେ ଭାରତ ବିଜୟର ଦ୍ୱାରଦେଶରେ ଥିଲା। ତାଙ୍କ ଇନିଂସରେ ସେ ୧୦୬ ମିଟର ଲମ୍ବା ଏକ ଛକା…

ଦକ୍ଷିଣ ଆଫ୍ରିକାରେ ଦୁଇଟି ଶତକ ମାରି ର଼୍ୟାଙ୍କିଙ୍ଗରେ ୬୯ଟି ସ୍ଥାନ ଉପରକୁ ଉଠିଲେ ତିଳକ ବର୍ମା, ହାର୍ଦ୍ଦିକ ପାଣ୍ଡ୍ୟା ଏକ ନମ୍ବର

ନୂଆଦିଲ୍ଲୀ,୨୦।୧୧: ଦକ୍ଷିଣ ଆଫ୍ରିକା ଗସ୍ତରେ ଲଗାତାର ଦୁଇଟି ଅପରାଜିତ ଶତକ ହାସଲ କରିଥିବା ଯୁବ ବାମହାତୀ ବ୍ୟାଟର ତିଲକ ବର୍ମା ଟି -୨୦ ମାନ୍ୟତା ତାଲିକାରେ ଝଡ ସୃଷ୍ଟି କରିଛନ୍ତି। ତିଳକ ନିଜ କ୍ୟାରିୟରର ସର୍ବୋଚ୍ଚ ଟି -୨୦ ମାନ୍ୟତା ହାସଲ…

କାହିଁକି ପାଣ୍ଡ୍ୟା ହେଲେ ନାହିଁ ଅଧିନାୟକ; ଖୁଲାସା କଲେ ଅଗରକର

ନୂଆଦିଲ୍ଲୀ,୨୨ା୭: ଟି20 ବିଶ୍ୱକପରେ ଉପ ଅଧିନାୟକ ଥିବା ହାର୍ଦିକ ପାଣ୍ଡ୍ୟାଙ୍କୁ ଶ୍ରୀଲଙ୍କା ଗସ୍ତ ପାଇଁ ଅଧିନାୟକ ପଦ ନ ମିଳିବା ଚର୍ଚ୍ଚାର ବିଷୟ ପାଲଟିଥିବା ବେଳେ ଏହି ପ୍ରସଙ୍ଗରେ ମୁହଁ ଖୋଲିଛନ୍ତି ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକର। ସୋମବାର ଅନୁଷ୍ଠିତ ଖବରତଦାତା…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଛାଡ଼ିବା ପରେ ସର୍ବିଆରେ ଏପରି କରୁଛନ୍ତି ନତାଶା

ନୂଆଦିଲ୍ଲୀ, ୨୦ା୭: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପୂର୍ବତନ ପତ୍ନୀ ନତାଶା ଷ୍ଟାନ୍‌କୋଭିକ ଏବେ ସର୍ବିଆରେ ରହୁଛନ୍ତି । ପାଣ୍ଡ୍ୟାଙ୍କ ସହ ବିଚ୍ଛେଦ ଘୋଷଣା କରିବାର ଗୋଟିଏ ଦିନ ପୂର୍ବରୁ ସେ ସର୍ବିଆ ଚାଲିଯାଇଥିଲେ । ସେଠାରେ ପହଞ୍ଚି ସେ ବିଚ୍ଛେଦ…

‘ଯେତେବେଳେ ମତେ କାନ୍ଦିବାର ଥିଲା କାନ୍ଦିଲି ନାହିଁ…’, ଛାଡ଼ପତ୍ର ପରେ ଭାଇରାଲ ହେଲା ପାଣ୍ଡ୍ୟାଙ୍କ ଭିଡିଓ

ମୁମ଼୍ବାଇ, ୧୯।୭: କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ମଡେଲ ନତାଶା ଷ୍ଟେନକୋଭିକ୍‌ଙ୍କ ମଧ୍ୟରେ ଛାଡ଼ପତ୍ର ହୋଇଥିବା ଏକ ପ୍ରକାର ସ୍ପଷ୍ଟ ହେଉଛି । ଗତକାଲି ଅର୍ଥାତ ଗୁରୁବାର ଦୁହେଁ ଏନେଇ ନିଜ ନିଜ ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟ ମାଧ୍ୟମରେ ସୂଚନା ଦେଇଛନ୍ତି ।…

ଛାଡ଼ପତ୍ର ପରେ ହାର୍ଦ୍ଦିକ ପାଣ୍ଡ୍ୟା ସ୍ତ୍ରୀ ନତାଶାଙ୍କୁ ଦେବେ ଏତିକି ଟଙ୍କାର ସମ୍ପତ୍ତି…

ନୂଆଦିଲ୍ଲୀ,୧୯ା୭: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଇତିମଧ୍ୟରେ ସ୍ତ୍ରୀ ନତାଶା ଷ୍ଟାନ୍‌କୋଭିକଙ୍କୁ ଛାଡ଼ପତ୍ର ଦେଇଛନ୍ତି। ଗୁରୁବାର ସୋସିଆଲ ମିଡିଆରେ ପୋଷ୍ଟ କରି ହାର୍ଦ୍ଦିକ ତାଙ୍କ ସ୍ତ୍ରୀଙ୍କଠାରୁ ଅଲଗା ହେବା ଘୋଷଣା କରିଛନ୍ତି। ହାର୍ଦ୍ଦିକ କହିଛନ୍ତି, ୪ ବର୍ଷ ଏକାଠି ରହିବା ପରେ…

ପାଣ୍ଡ୍ୟା- ନତାଶାଙ୍କ ହେଲା ଛାଡପତ୍ର, ସୋସିଆଲ ମିଡିଆରେ ପୋଷ୍ଟ କରି ଲେଖିଲେ…

ନୂଆଦିଲ୍ଲୀ,୧୮।୭: ଟିମ ଇଣ୍ଡିଆର ଅଲରାଉଣ୍ଡର ଖେଳାଳି ହାର୍ଦ୍ଦିକ ପାଣ୍ଡ୍ୟା ତାଙ୍କ ପତ୍ନୀ ନତାଶା ଷ୍ଟାନକୋଭିକ ମଧ୍ୟରେ ଛାଡପତ୍ର ହୋଇଯାଇଛି। ସୋସିଆଲ ମିଡିଆରେ ଏକ ପୋଷ୍ଟ ସେୟାର କରି ନତାଶା ଏହି ସୂଚନା ଦେଇଛନ୍ତି। ନତାଶା ଏକ ସୋସିଆଲ ମିଡିଆ ପୋଷ୍ଟରେ ଲେଖିଛନ୍ତି…

ମିଳିଲା ସୂଚନା, ହାର୍ଦ୍ଦିକ୍‌ ପାଣ୍ଡ୍ୟା ହେବେ କ୍ୟାପ୍ଟେନ୍‌

ନୂଆଦିଲ୍ଲୀ, ୧୬।୦୭: ଶ୍ରୀଲଙ୍କା ବିପକ୍ଷରେ ଖେଳାଯିବାକୁ ଥିବା ଟି-୨୦ ସିରିଜ୍‌ରେ ଅଲ୍‌ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଦଳର କ୍ୟାପ୍ଟେନ୍‌ ହେବେ ବୋଲି ସୂଚନା ମିିଳିଛି । ଶ୍ରୀଲଙ୍କା ବିପକ୍ଷରେ ଖେଳାଯିବାକୁ ଥିବା ଟି-୨୦ ସିରିଜ୍‌ରେ ଅଲ୍‌ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଦଳର କ୍ୟାପ୍ଟେନ୍‌ ହେବେ…

ଗମ୍ଭୀର କୋଚ୍‌ ହେବା ପରେ ଅଡ଼ୁଆରେ ହାର୍ଦ୍ଦିକ ପାଣ୍ଡ୍ୟା? ଆଗାମୀ ଦିନରେ ଘଟିପାରେ ଏଭଳି…

ନୂଆଦିଲ୍ଲୀ,୧୨।୭: ଟିମ୍‌ ଇଣ୍ଡିଆର ନୂଆ କୋଚ୍‌ ଭାବେ ଦାୟିତ୍ୱ ସମ୍ଭାଳିଛନ୍ତ ଗୌତମ ଗମ୍ଭୀର। ଏହାପରଠାରୁ ତାଙ୍କୁ ନେଇ ନାନାଦି ଚର୍ଚ୍ଚା ଜୋର ଧରିଛି। ଏବେ ସେଭଳି ଏକ ଚର୍ଚ୍ଚା ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେଇ ହେଉଛି। ଟି୨୦ ବିଶ୍ୱକପ୍‌ରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ତୁଲାଇଥିବା…

ଗଲା ୬ ମାସର ଦୁଃଖ ବଖାଣିଲେ ହାର୍ଦ୍ଦିକ; ବିଶ୍ୱକପ ଜିତିବା ପରେ ଭୋ ଭୋ ହୋଇ କାନ୍ଦିଲେ…

ନୂଆଦିଲ୍ଲୀ,୩୦ା୬: ଟି୨୦ ବିଶ୍ୱକପ ଜିତିବା ପରେ ଭାବପ୍ରବଣ ହୋଇଛନ୍ତି ଭାରତୀୟ ତାରକା ଅଲ୍‌ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା। ଗଲା ୬ ମାସରେ ତାଙ୍କ ସହିତ ଘଟିଥିବା ଘଟଣାକୁ ମନେ ପକାଇ ଭୋ ଭୋ ହୋଇ କାନ୍ଦିଛନ୍ତି ହାର୍ଦ୍ଦିକ। କିପରି ନିଜର ଖରାପ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?