Tag Archives: Hardik Pandya

ଭାରତର ଅବିଶ୍ୱସନୀୟ ବିଜୟ

ନ୍ୟୁୟର୍କ, ୧୦।୬: ଟାର୍ଗେଟ ଥିଲା ମାତ୍ର ୧୨୦ ରନ। ସମ୍ମୁଖରେ ଥିଲା ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନ। ଚାପ ସ୍ଥିତିରେ ଚମତ୍କାର ବୋଲିଂ କଲେ ଭାରତୀୟ ପେସ୍‌ ବାହିନୀ। ଏହାର ନେତୃତ୍ୱ ନେଲେ ଯଶପ୍ରୀତ୍‌ ବୁମ୍‌ରା। ଫଳରେ ଏକଦା ୨ ଉଇକେଟରେ ୭୩…

ଏହି ସର୍ତ୍ତରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ କଣ୍ଟ୍ରାକ୍ଟ ଦେଇଛି ବିସିସିଆଇ, ଖୁଲାସା କଲେ ଜୟ ଶାହା

ମୁମ୍ବାଇ,୧୦।୫: ଭାରତୀୟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ କାହିଁକି ବିସିସିଆଇ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ପଦାନ କଲା, ଏହାର ଖୁଲାସା କରିଛନ୍ତି ଜୟ ଶାହା। ବୁଧବାର ମୁମ୍ବାଇରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ସେ କହିଛନ୍ତି ଯେ, ‘ଘରୋଇ ଟୁର୍ଣ୍ଣାମେଣ୍ଟରେ ଖେଳିବା…

ମୁମ୍ବାଇର ପ୍ଲେ-ଅଫ୍‌ ଆଶା ଧୂଳିସାତ, ଦ୍ୱିତୀୟରେ କୋଲକାତା

ମୁମ୍ବାଇ, ୩।୫: ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ଶୁକ୍ରବାର ଅନୁଷ୍ଠିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ ୨୪ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ବୋଲରଙ୍କୁ ସୁହାଇଥିବା ପିଚ୍‌ରେ ୨ଟି ଯାକ ଦଳ ଅଲ୍‌ଆଉଟ ହୋଇଥିବାବେଳେ ବାଜି ମାରିଥିଲା…

ଦିଲ୍ଲୀ ବିପକ୍ଷ ମ୍ୟାଚରେ ପରାଜୟ ପାଇଁ ତିଳକ ବର୍ମା ଦାୟୀ ବୋଲି କହିଲେ ହାର୍ଦ୍ଦିକ ପାଣ୍ଡ୍ୟା, ଉଠାଇଲେ ବଡ଼ ପ୍ରଶ୍ନ

ଭୁବନେଶ୍ୱର, ୨୭।୪: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ର ୧୭ ତମ ସିଜନ୍ ମୁମ୍ବାଇ ଇଣ୍ଡିଆନ୍ସ ପ୍ରଦର୍ଶନ ଏତେ ଭଲ ନାହିଁ। ୨୮ ଏପ୍ରିଲରେ ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷ ମ୍ୟାଚ୍‌ରେ ଦଳକୁ ୧୦ ରନ୍‌ରେ ପରାଜୟର ସାମ୍ନା କରିବାକୁ ପଡିଥିଲା। ଏହି…

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି ନ ମିଳିବାରୁ ଟି୨୦ ବିଶ୍ୱକପ ପାଇଁ ସେ ଚୟନ ହୋଇପାରନ୍ତି। ଯଦିଓ ଚେନ୍ନାଇ ସୁପର…

ଏହି କାରଣ ପାଇଁ ମାନସିକ ସମସ୍ୟା ଦେଇ ଗତି କରୁଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟା: ରବୀନ ଉଥପ୍ପା

ନୂଆଦିଲ୍ଲୀ,୨୧।୪: ଆଇପିଏଲ୍ ୨୦୨୪ ଆରମ୍ଭ ହେବା ଦିନରୁ ପ୍ରଶଂସକଙ୍କ ସମାଲୋଚନାର ଶିକାର ହୋଇଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟା। ରୋହିତ ଶର୍ମାଙ୍କୁ ବାଦ ଦେଇ ମୁମ୍ବାଇ ଇଣ୍ଡିଆନ୍ସର ଅଧିନାୟକ ଭାବରେ ହାର୍ଦ୍ଦିକଙ୍କୁ ନିଯୁକ୍ତ କରିବା ପ୍ରଶଂସକମାନେ ସହଜରେ ଗ୍ରହଣ କରି ପାରି ନଥିଲେ। ଫଳରେ…

“ହାର୍ଦ୍ଦିକ ପାଣ୍ଡ୍ୟା ଆହତ! ସେ ଏହାକୁ ସ୍ୱୀକାର କରୁନାହାଁନ୍ତି”: ପୂର୍ବତନ ନ୍ୟୁଜିଲ୍ୟାଣ୍ଡ କ୍ରିକେଟରଙ୍କ ବିସ୍ଫୋରକ ବୟାନ

ନୂଆଦିଲ୍ଲୀ,୧୩ା୪: ନ୍ୟୁଜିଲ୍ୟାଣ୍ଡର ପୂର୍ବତନ ଦ୍ରୁତ ବୋଲର ସାଇମନ୍ ଡଲ୍ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେଇ ଏକ ବଡ଼ ଦାବି କରିଛନ୍ତି। ସେ ବିଶ୍ୱାସ କରନ୍ତି ଯେ ଭାରତୀୟ କ୍ରିକେଟ୍ ଦଳର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଆହତ ହୋଇଛନ୍ତି କିନ୍ତୁ ସେ ଏହାକୁ ସ୍ୱୀକାର…

ଦୁଇଫାଳ ମୁମ୍ବାଇ ଇଣ୍ଡିଆନ୍ସ: ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସମର୍ଥନରେ ମାଲିକ

ନୂଆଦିଲ୍ଲୀ,୨୯।୩: ପାଞ୍ଚ ଥର ଚାମ୍ପିଅନ୍ ତଥା ତାରକା ବ୍ୟାଟ୍ସମ୍ୟାନ୍ ରୋହିତ ଶର୍ମାଙ୍କଠାରୁ ଅଧିନାୟକତ୍ୱ ଦାୟିତ୍ୱ ଛଡ଼ାଇବା ନିଷ୍ପତିକୁ ମୁମ୍ବାଇ ଇଣ୍ଡିଆନ୍ସର ପ୍ରଶଂସକମାନେ ଗ୍ରହଣ କରି ପାରୁ ନାହାନ୍ତି। ଚାଲିଥିବା ଆଇପିଏଲର ପ୍ରଥମ ଦୁଇଟି ମ୍ୟାଚ୍ ସମୟରେ ଏହା ସ୍ପଷ୍ଟ ହୋଇଥିଲା, ଯେଉଁଠାରେ…

ଫିଲ୍ଡିଂ କରିବାକୁ ଲଙ୍ଗ ଅନ୍ ପଠାଇଲେ ହାର୍ଦ୍ଦିକ, ସ୍ତବ୍ଧ ହୋଇ ଅନାଇ ରହିଲେ ରୋହିତ

ଅହମ୍ମଦାବାଦ,୨୫।୩: ଆଇକନିକ୍ ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଗୁଜୁରାଟ ଟାଇଟାନ୍ସ (ଜିଟି) ବିପକ୍ଷରେ ୨୦୨୪ ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ର ମୁମ୍ବାଇ ଇଣ୍ଡିଆନ୍ସ (ଏମଆଇ)ର ଉଦଘାଟନୀ ମ୍ୟାଚରେ ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ରୋହିତ ଶର୍ମାଙ୍କ ଉପରେ ସମସ୍ତଙ୍କ ନଜର ରହିଛି। ୨୦୨୪…

Video: କିଏ ହେବ ଟି ୨୦ ବିଶ୍ୱକପରେ ଅଧିନାୟକ ? ସ୍ପଷ୍ଟ କଲେ ବିସିସିଆଇ ସଚିବ ଜୟ ଶାହା

ନୂଆଦିଲ୍ଲୀ,୧୪ା୨: ଗତ ବର୍ଷ ଭାରତୀୟ କ୍ରିକେଟ୍ ଦଳ ପାଇଁ ଶୁଭଙ୍କର ନ ଥିଲା। ଆଇସିସି ଟେଷ୍ଟ ଚାମ୍ପିଅନସିପ୍ ଏବଂ ଦିନିକିଆ ବିଶ୍ୱକପ୍ ଫାଇନାଲରେ ଅଷ୍ଟ୍ରେଲିଆ ହାତରେ ପରାଜୟର ସାମ୍ନା କରିବାକୁ ପଡିଥିଲା। କିନ୍ତୁ ଚଳିତ ବର୍ଷ ଭାରତୀୟ ଦଳକୁ ଜୁନ ମାସରେ…

ଅମିତ ଶାହାଙ୍କୁ ଭେଟିଲେ ହାର୍ଦ୍ଦିକ ପାଣ୍ଡ୍ୟା: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୧୩।୨: ଆଜିକାଲି ଟିମ ଇଣ୍ଡିଆର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ବିରତି ନେଇଛନ୍ତି। ଆହତ କାରଣରୁ ସେ ଭାରତୀୟ ଦଳରୁ ବାଦ୍‌ ପଡ଼ିଛନ୍ତି। ନିକଟରେ ପାଣ୍ଡ୍ୟା କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଥିଲେ। ଉଭୟେ ଗାନ୍ଧୀ ନଗର ପ୍ରିମିୟର ଲିଗ ଉଦ୍‌ଘାଟନ…

ରୋହିତଙ୍କ ସ୍ଥାନ ନେବା ପରେ ହାର୍ଦ୍ଦିକଙ୍କୁ କରାଗଲା ମହାରାଜାଙ୍କ ଭଳି ସ୍ବାଗତ, Video ଦେଖିଲେ…

ନୂଆଦିଲ୍ଲୀ,୨୭।୧୨: ଆଇପିଏଲ୍‌ ୨୦୨୪ ପୂର୍ବରୁ ମୁମ୍ବାଇ ଇଣ୍ଡିଆନ୍ସର ନୂଆ ଅଧିନାୟକ ଭାବେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଦାୟିତ୍ୱ ମିଳିଛି। ଏହାପରଠାରୁ ସେ ଚର୍ଚ୍ଚାରେ ରହିଥିବା ବେଳେ ତାଙ୍କୁ ଭବ୍ୟ ସ୍ବାଗତ କରାଯିବାର ଭିଡିଓ ଭାଇରାଲ ହେଉଛି। ୨୦୧୫ରୁ ଆଇପିଏଲ୍‌ ଖେଳୁଛନ୍ତି ପାଣ୍ଡ୍ୟା। ସେତେବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?