ଜଷ୍ଟିସ ହରିଶ ଟଣ୍ଡନ ହେବେ ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ଭୁବନେଶ୍ବର,୬।୩: ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ ହରିଶ ଟଣ୍ଡନଙ୍କୁ ନିଯୁକ୍ତ କରାଯାଇଛି। ଏନେଇ ସୁପ୍ରିମକୋର୍ଟ କଲେଜିୟମ ପକ୍ଷରୁ ସୁପାରିସ କରାଯାଇଛି। ଜଷ୍ଟିସ ହରିଶ ଟଣ୍ଡନ ଏବେ କୋଲକାତା ହାଇକୋର୍ଟର ବିଚାରପତି ଅଛନ୍ତି। ସୁଚନାଯୋଗ୍ୟ,୧୯ ଜାନୁଆରୀ ୨୦୨୫ରେ...