ହାଟଡିହୀ ବିଇଓ ରାଜୀବ ଦଳେଇ ନିଲମ୍ବିତ: କାର୍ଯ୍ୟରେ ଅବହେଳା ଅଭିଯୋଗରେ କାର୍ଯ୍ୟାନୁଷ୍ଠାନ ହାଟଡିହୀ/ଛେନାପଦୀ, ୯।୯(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶିକ୍ଷା ଅଧିକାରୀ (ବିଇଓ) ରାଜୀବ ଦଳେଇଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ବୁଧବାର ମଧ୍ୟାହ୍ନରେ ସ୍ପେଶାଲ ମେସେଞ୍ଜର ଜରିଆରେ ନିଲମ୍ବନ ଆଦେଶ ପାଇବା ପରେ ବିଇଓ ରାଜୀବ ଦଳେଇ ଚିଠିଟି ନେଇ…