ସେ ସ୍ବାମୀ ଚାହାଁନ୍ତି ନାହିଁ, ହେଲେ ତାଙ୍କ ଶୁକ୍ରାଣୁ ବ୍ୟବହାର କରି ଏକ ସନ୍ତାନ ଚାହାଁନ୍ତି – ଏହି ମାମଲା ଶୁଣି ବିସ୍ମିତ ହେଲେ ହାଇକୋର୍ଟ ମୁମ୍ବାଇ,୧୫।୩: ମୁମ୍ବାଇର ଜଣେ ମହିଳାଙ୍କ ସହିତ ଜଡିତ ଏକ ଅନନ୍ୟ ଆଇନଗତ ବିବାଦ ଏବେ ଦିଲ୍ଲୀ ହାଇକୋର୍ଟରେ ପହଞ୍ଚିଛି। ୪୬ ବର୍ଷୀୟ ମହିଳା ତାଙ୍କ ସ୍ବାମୀଙ୍କଠାରୁ ଅଲଗା ହେବା ସହ ମିଳିତ ଭାବରେ ସୃଷ୍ଟି ହୋଇଥିବା ୧୬ଟି ଫ୍ରିଜଡ ଭ୍ରୂଣ ବ୍ୟବହାର…