ଆମେରିକୀୟ ପ୍ରତିରକ୍ଷା ବ୍ୟବସ୍ଥା ଫେଲ୍: ଇରାନୀ ଡ୍ରୋନ୍ ମାଡ଼ରେ ୭ ଦେଶ ଥରହର, କାଳ ସାଜିଛି ‘ଶାହେଦ-୧୩୬’ ୱାଶିଂଟନ/ତେହେରାନ,୧୫।୩: ଇରାନର ଡ୍ରୋନ ଆକ୍ରମଣ ଏବେ ଆମେରିକା ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଅତ୍ୟାଧୁନିକ ଆମେରିକୀୟ ପ୍ରତିରକ୍ଷା ବ୍ୟବସ୍ଥା (Defense System) କୁ ଚକମା ଦେଇ ଇରାନର କ୍ଷୁଦ୍ର ଡ୍ରୋନ୍ଗୁଡ଼ିକ ଅତି ସଠିକ ଭାବେ ନିଜର ଲକ୍ଷ୍ୟଭେଦ କରୁଥିବା ସାମ୍ନାକୁ ଆସିଛି।…