Tag Archives: HC

ମାଲକାନଗିରିର ତତ୍କାଳୀନ ଜିଲାପାଳଙ୍କ PA ଆତ୍ମହତ୍ୟା ମାମଲା: ଆଗୁଆ ଜାମିନ ଆବେଦନ ଖାରଜ

କଟକ,୨୫ା୪(କାର୍ତ୍ତିକ ସାହୁ/ପ୍ରଭୁ କଲ୍ୟାଣ ପାଲ୍‌): ମାଲକାନଗିରିର ତତ୍କାଳୀନ ଜିଲାପାଳ ମନିଷ ଅଗ୍ରୱାଲଙ୍କ ଅଡୁଆ ବଢ଼ିଛି। ବ୍ୟକ୍ତିଗତ ସହାୟକ ଆତ୍ମହତ୍ୟା ମାମଲାରେ ତାଙ୍କ ଆଗୁଆ ଜାମିନ ଆବେଦନକୁ ହାଇକୋର୍ଟ ଶୁକ୍ରବାର ଖାରଜ କରିଦେଇଛନ୍ତି। ଏଥିସହ ତାଙ୍କର ଦୁଇ ସହଯୋଗୀ ଭି. ବେଣୁଗୋପାଳ...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟ ମୁଖ୍ୟ ବିଚାରପତି ଚକ୍ରଧାରୀ ଶରଣ ସିଂ ଓ ବିଚାରପତି...

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବିରୋଧରେ ମାମଲା: ଆବେଦନକାରୀଙ୍କୁ ଆୟର ଉତ୍ସ ସଂକ୍ରାନ୍ତରେ ସତ୍ୟପାଠ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୧୬ା୧ (କାର୍ତ୍ତିକ ସାହୁ): ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବିରୋଧରେ ଦାୟର ମାମଲାରେ ଆବେଦନକାରୀଙ୍କୁ ଆୟର ଉତ୍ସ ସଂକ୍ରାନ୍ତରେ ସତ୍ୟପାଠ ଦାଖଲ କରିବାକୁ ହାଇକୋର୍ଟ ମଙ୍ଗଳବାର ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଡ. ବିଦ୍ୟୁତ ରଞ୍ଜନ ଷଡ଼ଙ୍ଗୀ ଓ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri