ବର୍ଷକର FDରେ ବମ୍ପର ରିଟର୍ନ ଦେଉଛି HDFC ବ୍ୟାଙ୍କ, ସୁଧହାର ବଢ଼ିଲା… ନୂଆଦିଲ୍ଲୀ,୭।୨: ଦେଶର ସର୍ବବୃହତ ବେସରକାରୀ ବ୍ୟାଙ୍କ ଏଚ୍ଡିଏଫ୍ସି ବଲ୍କ ଫିକ୍ସ ଡିପୋଜିଟ୍(ଏଫ୍ଡି) ଉପରେ ସୁଧହାର ବଢ଼ାଇଛି। ୨ କୋଟି ଟଙ୍କାରୁ ୫ କୋଟି ଟଙ୍କାର ଏଫ୍ଡିକୁ ବଲ୍କ ଏଫ୍ଡି କୁହାଯାଇଥାଏ। ଏବେ ବ୍ୟାଙ୍କ ୭ ଦିନରୁ ନେଇ ୧୦ ବର୍ଷ...