ମୋରଡ଼ା,୧୫ା୯(ସ୍ମାରକ ମାଜୀ): ପ୍ରଧାନଶିକ୍ଷୟିତ୍ରୀଙ୍କ ବଦଳି ଆଦେଶ ପ୍ରତ୍ୟାହାରକୁ ନେଇ ଅଭିଭାବକମାନେ ବିଦ୍ୟାଳୟ ଶ୍ରେଣୀ ଗୃହ ସମ୍ମୁଖରେ ସୋମବାର ଧାରଣାରେ ବସିଛନ୍ତି। ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ…