ସ୍କୁଲରୁ ଘରକୁ ଫେରିବା ବେଳେ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ ପୁରୁଷୋତ୍ତମପୁର,୧୦ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଛକ ନିକଟରେ ବୁଧବାର ସନ୍ଧ୍ୟାରେ ଦୁଇ ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଗଞ୍ଜାମ ବ୍ଲକ ଅନ୍ତର୍ଗତ ବଳରାମପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ସୂର୍ଯ୍ୟନାରାୟଣ ପଣ୍ଡା (୫୮)ଙ୍କ…