Tag Archives: headmaster

ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ, ଅଭିଭାବକଙ୍କୁ ଫୋନ୍‌ କରି କହିଲେ ସାର୍‌ ମୋତେ…

ମହାକାଳପଡ଼ା,୧୨ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅଞ୍ଚଳରେ ଏକ ପ୍ରମୁଖ ଶିକ୍ଷାନୁଷ୍ଠାନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକଙ୍କ ବିରୋଧରେ ଏକ ସଙ୍ଗୀନ ଅଭିଯୋଗ କରିଛନ୍ତି ଛାତ୍ରୀ। ସେହି ବିଦ୍ୟାଳୟର ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରିଥିବା ନେଇ ଛାତ୍ରୀ…

ସରିଲା ଚାକିରି, କର୍ମମୟ ଜୀବନକୁ ମନେ ପକାଇ ଭାବବିହ୍ବଳ ହେଲେ ପ୍ରଧାନଶିକ୍ଷକ…

ଭଞ୍ଜନଗର,୧୫ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତୁଳସୀପଲ୍ଲୀ କ୍ଷେତ୍ରମଣି ମଧ୍ୟ ଇଂରାଜୀ ବିଦ୍ୟାପୀଠର ପ୍ରଧାନ ଶିକ୍ଷକ ଡକ୍ଟର ସୁରେଶ ଚନ୍ଦ୍ର ପଣ୍ଡାଙ୍କୁ ବିଦ୍ୟାଳୟ ତରଫରୁ ବୁଧବାର ବିଦାୟ କାଳୀନ ସମ୍ବର୍ଦ୍ଧନା ଦିଆଯାଇଛି। ଏହି ଅବସରରେ ବିଦ୍ୟାଳୟରେ ଅନୁଷ୍ଠିତ ସଭାରେ ଭାରପ୍ରାପ୍ତ…

ଏ-୧ ଗ୍ରେଡ୍‌ରେ ପାସ୍‌ କରିଥିବା ଛାତ୍ରଙ୍କୁ ଭେଟି ଆଶୀର୍ବାଦ ଦେଲେ ପ୍ରଧାନଶିକ୍ଷକ, କହିଲେ ଜଣେ ଦକ୍ଷ ଛାତ୍ର ଭାବେ…

କେସିଙ୍ଗା,୭ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ଜବାହରଉଚ୍ଚ ବିଦ୍ୟପୀଠ, ବାଲସି (କ)ର ଛାତ୍ର ଚଳିତ ଶିକ୍ଷାବର୍ଷର ବୋର୍ଡ ପରୀକ୍ଷାରେ ଏ-୧ ଗ୍ରେଡ୍‌ରେ ଉତ୍ତୀର୍ଣ୍ଣ ହୋଇ ଥିବାରୁ ଜବାହର ଉଚ୍ଚ ବିଦ୍ୟାପୀଠ (କ) ଛାତ୍ର ଆକାଶ ସାହୁଙ୍କୁ ପ୍ରଧାନଶିକ୍ଷକ ବୁଦ୍ଧଦେବ ପୋଢ଼…

୫ ଦିନ ପରେ ମିଳିଲା ପ୍ରଧାନଶିକ୍ଷକଙ୍କ ଝୁଲନ୍ତା ମୃତଦେହ, ପାଖରୁ ମିଳିଲା…

ଝରିଗାଁ,୨୫ା୨(କିଶୋର ଚନ୍ଦ୍ର ମଣ୍ଡଳ): ନିଖୋଜ ହେବାର ୫ ଦିନ ପରେ ମିଳିଲା ଭାରପ୍ରାପ୍ତ ପ୍ରଧାନଶିକ୍ଷକଙ୍କ ମୃତଦେହ। ଯାହାକି ପରିବାର ଏବଂ ବିଦ୍ୟାଳୟରେ ଶୋକାକୁଳ ପରିବେଶ ସୃଷ୍ଟି କରିଛି। ମୃତକ ଶିକ୍ଷକ ହେଉଛନ୍ତି ନବରଙ୍ଗପୁର ଜିଲା ଉମରକୋଟ ସହର ନିକଟସ୍ଥ ବଡ଼ଭରଣ୍ଡି ଗ୍ରାମର…

ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…

ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍‌ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ ଅବସ୍ଥାରେ ଅଶ୍ଳୀଳ ଭାଷା ପ୍ରୟୋଗ କରିବା ସହ ଉପସ୍ଥିତ ଶିକ୍ଷକଙ୍କୁ ଲୁହା ହତା…

କାନ୍ଥ ଭାଙ୍ଗି ନିୟମିତ ଏହି କାର୍ଯ୍ୟ କରିବାକୁ ଛାତ୍ରାବାସରୁ ଚାଲି ଯାଉଥିଲେ ଛାତ୍ର, ପ୍ରଧାନଶିକ୍ଷକ ନେଲେ ଏମିତି କାର୍ଯ୍ୟାନୁଷ୍ଠାନ

ଦାରିଙ୍ଗବାଡ଼ି,୨୩ା୧(ଅରୁଣ ସାହୁ): ସବୁ ମା-ବାପା ଚାହାନ୍ତି ତାଙ୍କ ପିଲାମାନେ ଉଚ୍ଚ ଶିକ୍ଷିତ ହୁଅନ୍ତୁ, ଭଲ ପାଠ ପଢନ୍ତୁ। ଏଥିପାଇଁ ଯେତେ ବାଧାବିଘ୍ନ ଆସିଲେ ବି ମା’ ବାପା ପିଲାଙ୍କ ପାଇଁ ସବୁକିଛି କରନ୍ତି। ଆଉ ପିଲାଙ୍କ ଉଚ୍ଚଶିକ୍ଷା ନେଇ ଅନେକ ସ୍ବପ୍ନ…

ବଦଳି ଦାବି କରି ଅଡ଼ି ବସିଥିଲେ ଆନ୍ଦୋଳନକାରୀ, ଛୁଟିରେ ପଳେଇଲେ ପ୍ରଧାନଶିକ୍ଷକ

ଭୋଗରାଇ,୧୭ା୯(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ସିଆଁରୋଇ ପଞ୍ଚାୟତ ବେଲଦା ଗାଁ ନୀଳକଣ୍ଠ ସରକାରୀ ଉଚ୍ଚବିଦ୍ୟାଳୟରେ ପ୍ରଧାନଶିକ୍ଷକଙ୍କ ବିଭିନ୍ନ କାର୍ଯ୍ୟରେ ଅସନ୍ତୋଷ ପ୍ରକାଶ କରି ସୋମବାର ଓ ମଙ୍ଗଳବାର ଅଭିଭାବକ ଛାତ୍ରୀଛାତ୍ର ସ୍କୁଲ ଗେଟ୍‌ରେ ତାଲାପକାଇ ଉକ୍ତ ପ୍ରଧାନଶିକ୍ଷକଙ୍କୁ…

ପ୍ରଧାନଶିକ୍ଷକ-କମିଟି ସଭାପତି କଳି, ୫ ଦିନ ହେଲା ମଧ୍ୟାହ୍ନଭୋଜନରୁ ବଞ୍ଚିତ ପିଲା

ଧର୍ମଶାଳା,୧୫ା୯(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ନୀଳକଣ୍ଠପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଓ କମିଟି ସଭାପତିଙ୍କ ମଧ୍ୟରେ କଳି ଲାଗିବା ଫଳରେ ଗତ ବୁଧବାର ଦିନରୁ ଆଜି ଯାଏ ମଧ୍ୟାହ୍ନଭୋଜନ ବନ୍ଦ ରହିଛି । ଯାହାକୁ ନେଇ…

ସ୍ବାଧୀନତା ଦିବସ ପାଳନ କରିବାକୁ ବିଦ୍ୟାଳୟ ଆସୁଥିଲେ ପ୍ରଧାନଶିକ୍ଷକ, ବାଟରେ ଚାପିଦେଲା ଅଜଣା ଗାଡ଼ି

କେନ୍ଦ୍ରାପଡ଼ା,୧୫ା୮(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଚଣ୍ଡିଖୋଲ-ପାରାଦୀପ ୫୩ ନମ୍ବର ଜାତୀୟ ରାଜପଥର କେନାଲ ବ୍ରିଜ୍‌ ନିକଟରେ ଅଜଣା ଗାଡ଼ି ଧକ୍କାରେ ବିଦ୍ୟାଳୟର ଜଣେ ପ୍ରଧାନଶିକ୍ଷକଙ୍କ ମୃତ୍ୟୁ ଘଟିଛି। ମୃତ ପ୍ରଧାନ ଶିକ୍ଷକଙ୍କ ନାମ ହେଲା ବିଜୟ କୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?