Tag Archives: Health

ସ୍ବାସ୍ଥ୍ୟ ପାଇଁ ୨୩ ହଜାର କୋଟି

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଥିବା ବେଳେ ବଜେଟରେ ସ୍ବାସ୍ଥ୍ୟ ପ୍ରତି ମଧ୍ୟ ଗୁରୁତ୍ୱ…

ରୋଗ ପ୍ରତିରୋଧକ ଶକ୍ତି ବଢ଼ାଏ କ୍ଷୀର

ନିୟମିତ କ୍ଷୀର ପିଇଲେ ତାହା ଆମ ଶରୀର ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ତେବେ ଏହାର ଏକ ଖାସ୍‌ ଗୁଣ ରହିଛି। ତାହା କ’ଣ ଜାଣନ୍ତି? ପ୍ରତିିଦିନ କ୍ଷୀର ପିଇବା ଦ୍ୱାରା ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ଘଟିଥାଏ ବୋଲି…

ଅଦୃଶ୍ୟ ଆକ୍ରମଣକାରୀ : ମାଇକ୍ରୋପ୍ଲାଷ୍ଟିକ

ବିଶ୍ୱ ସ୍ତରରେ, ମାଇକ୍ରୋପ୍ଲାଷ୍ଟିକ୍‌ ଏକ ସର୍ବବ୍ୟାପୀ ପ୍ରଦୂଷକ ପାଲଟିଛି। ଏଗୁଡ଼ିକୁ ଗଭୀର ସମୁଦ୍ର ଅବଶେଷ, ଧ୍ରୁବୀୟ ବରଫ ପାହାଡ଼, ଉଷ୍ଣକଟିବନ୍ଧୀୟ ବର୍ଷାଜଳ ଏବଂ ମାନବ ରକ୍ତପ୍ରବାହରେ ଆବିଷ୍କାର କରାଯାଇଛି। ଗ୍ରେଟ୍‌ ପ୍ୟାସିଫିକ୍‌ ଆବର୍ଜନା ପ୍ୟାଚ୍‌ ଭଳି ବିପୁଳ ସଞ୍ଚୟ କ୍ଷେତ୍ରଗୁଡ଼ିକରେ ସମୁଦ୍ର…

ଅଜୀର୍ଣ୍ଣ ସମସ୍ୟା ଅଛି କି? ଆପଣାନ୍ତୁ ଏହି ଉପାୟ…

ସାଧାରଣତଃ ଯଦି ଖାଦ୍ୟ ଠିକ୍‌ ଭାବରେ ହଜମ ନ ହେଲା ତେବେ ଅଜୀର୍ଣ୍ଣ ସମସ୍ୟା ଦେଖାଯାଇଥାଏ। ଏହାପଛରେ ମଧ୍ୟ ଆଉ କେତୋଟି କାରଣ ରହିଛି। ଆବଶ୍ୟକତା ଠାରୁ ଅଧିକ ଖାଇବା, ଖାଇବାକୁ ଇଚ୍ଛା ନ ଥାଇ ଖାଇବା, ଖାଇବାରେ ଅନିୟମିତତା, ଅଧିକ…

Budget 2026: ବିଦେଶରେ ପଢ଼ୁଥିବା ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଉପହାର, ଟ୍ୟାକ୍ସ ହ୍ରାସ…

ନୂଆଦିଲ୍ଲୀ,୧।୨: ବଜେଟ୍ ଉପସ୍ଥାପନ କରିବା ସମୟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଏକ ବଡ଼ ଘୋଷଣା କରିଛନ୍ତି । ସେ ବିଦେଶୀ ଶିକ୍ଷା ଉପରେ ଟିକସରେ ଗୁରୁତ୍ୱପୂର୍ଣ୍ଣ ରିହାତି ପ୍ରଦାନ କରିଛନ୍ତି । ଅର୍ଥମନ୍ତ୍ରୀ କହିଛନ୍ତି ଯେ ଶିକ୍ଷା ଏବଂ ସ୍ୱାସ୍ଥ୍ୟ ଉପରେ…

ହ୍ୟୁମାନ ସାଗରଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫ା୧୧: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏମ୍ସ ଡାକ୍ତରଙ୍କ ସହ ହ୍ୟୁମାନଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ। ହ୍ୟୁମାନଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଆଣିବାକୁ ଉଦ୍ୟମ ଜାରି ରଖିବାକୁ ମୁଖ୍ୟମନ୍ତ୍ରୀ…

ପ୍ରେମାନନ୍ଦ ଜୀଙ୍କୁ ଭେଟିଲେ ଏଲ୍‌ଭିଶ୍‌ ଯାଦବ, ଏମିତି ଦିବ୍ୟ ପରାମର୍ଶ ଦେଇ କହିଲେ…

YouTuber ତଥା Bigg Boss OTT-୨ର ବିଜେତା ଏଲ୍‌ଭିଶ ଯାଦବ ସମ୍ପ୍ରତି ତାଙ୍କ ସ୍ବାସ୍ଥ୍ୟ ବିଷୟରେ ଚିନ୍ତା ଯୋଗୁ ବୃନ୍ଦାବନରେ ପ୍ରେମାନନ୍ଦ ଜୀ ମହାରାଜଙ୍କୁ ଭେଟିଛନ୍ତି। ସୋସିଆଲ ମିଡିଆରେ ସେ ଭିଡିଓ ଶେୟାର କରିଛନ୍ତି। ଭିଡିଓରେ ପ୍ରେମାନନ୍ଦ ଜୀ ମହାରାଜଙ୍କୁ କୁହାଯାଇଥିଲା…

ମହିଳାମାନଙ୍କ ଅପେକ୍ଷା ପୁରୁଷଙ୍କୁ ଅଧିକ ହୋଇଥାଏ ସ୍କିଜୋଫ୍ରେନିୟା, ଜାଣନ୍ତୁ କାହିଁକି…

ସ୍କିଜୋଫ୍ରେନିୟା ରୋଗ ମୁଖ୍ୟତଃ ୧୫-୩୫ ବର୍ଷ ଭିତରେ ଆରମ୍ଭ ହୋଇଥାଏ। ମହିଳାମାନଙ୍କ ଅପେକ୍ଷା ପୁରୁଷମାନଙ୍କଠାରେ ଏହା ଅଧିକ ଦେଖାଯାଇଥାଏ। ମସ୍ତିଷ୍କରେ ମୁଖ୍ୟତଃ ଡୋପାମିନ ନାମକ ରାସାୟନିକ ପଦାର୍ଥ (ନ୍ୟୁରୋଟ୍ରାନ୍ସମିଟର)ର ମାତ୍ରା ବୃଦ୍ଧି ଯୋଗୁ ଏହି ରୋଗ ହୋଇଥାଏ। ଏହା ଜିନ୍‌ଗତ କାରଣ…

ନବୀନ ନିବାସରେ ପହଞ୍ଚିଲେ ରାଜ୍ୟପାଳ, ନବୀନଙ୍କ ସ୍ବାସ୍ଥ୍ୟାବସ୍ଥା ନେଇ…

ଭୁବନେଶ୍ୱର,୨୫ା୮: ନବୀନ ନିବାସରେ ସୋମବାର ପହଞ୍ଚିଛନ୍ତି ରାଜ୍ୟପାଳ ହରିବାବୁ କମ୍ଭମପତି। ସେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି। ନିକଟରେ ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସିତ ହୋଇ ନବୀନ ଘରକୁ ଫେରିଥିବାବେଳେ ଆଜି…

ନବୀନଙ୍କ ସହ ଫୋନ୍‌ରେ କଥା ହେଲେ ପ୍ରଧାନମନ୍ତ୍ରୀ, କହିଲେ ଏବେ…

ନୂଆଦିଲ୍ଲୀ/ଭୁବନେଶ୍ୱର,୨୦ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସହ ଫୋନ୍‌ରେ କଥା ହୋଇଛନ୍ତି। ମୋଦି ନବୀନଙ୍କ ସ୍ବାସ୍ଥ୍ୟାବସ୍ଥା କଥା ପଚାରି ବୁଝିବା  ସହ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି। ଏଥିସହିତ…

HIV ହେବାର ପ୍ରାରମ୍ଭିକ ଲକ୍ଷଣ କ’ଣ? ଜାଣନ୍ତୁ କ’ଣ କୁହନ୍ତି ଏକ୍ସପର୍ଟ? ପ୍ରତିକାର…

HIV ବା ହ୍ୟୁମାନ ଇମ୍ୟୁନୋଡେଫିସିଏନ୍ସି ଭାଇରସ ଏକ ଏପରି ସଂକ୍ରମଣ ଯାହା ଶରୀରର ରୋଗ ପ୍ରତିରୋଧ କ୍ଷମତାକୁ ଦୁର୍ବଳ କରିଦିଏ। ଏହି ଭାଇରସ ମୁଖ୍ୟତଃ ଅସୁରକ୍ଷିତ ଯୌନ ସମ୍ପର୍କ, ସଂକ୍ରମିତ ସୂଚୀ ବ୍ୟବହାର, ରକ୍ତ ସଞ୍ଚାରଣ (ବ୍ଲଡ ଟ୍ରାନ୍ସଫ୍ୟୁଜନ) ଏବଂ ମା’ଙ୍କଠାରୁ…

ଦିନକୁ କେତୋଟି ଅଲମଣ୍ଡ ଖାଇବା ଠିକ୍‌? ଅଧିକ ଖାଇଲେ ଶରୀରରେ ଦେଖାଯାଏ ୫ ସମସ୍ୟା, ଜାଣନ୍ତୁ…

ଡ୍ରାଏଫ୍ରୁଟ୍ସର ସେବନ ସର୍ବଦା ସ୍ବାସ୍ଥ୍ୟ ପାଇଁ ଲାଭକାରୀ। ସେଥିରୁ ଗୋଟିଏ ହେଲା ଅଲମଣ୍ଡ(ବାଦାମ)। ଏହାକୁ ଖାଇବା ଦ୍ୱାରା ଅନେକ ରୋଗରୁ ପ୍ରତିରୋଧକ ଶକ୍ତି ନିର୍ମିତ ହୋଇଥାଏ। ଏଥିରେ ଭିଟାମିନ ଇ, ଭିଟାମିନ ବି, ଆଇରନ୍‌, ପୋଟାସିୟମ, ଜିଙ୍କ,ମ୍ୟାଗ୍ନେିସିୟମ, କପର, ଫୋଲେଟ ଭଳି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri