Tag Archives: Health Tips

ନିୟମିତ ଗାଜର ଖାଇଲେ ମିଳିଥାଏ ଅନେକ ଲାଭ, ବ୍ଲଡ୍‌ପ୍ରେସର ନିୟନ୍ତ୍ରଣଠାରୁ ଆରମ୍ଭ କରି…

ଗାଜର ଆମ ଶରୀର ପାଇଁ ବେଶ୍‌ ଉପକାରୀ। ସବୁଠାରୁ ଖାସ୍‌ କଥା ହେଲା ଏହାକୁ ନିଜର ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କଲେ ତାହା ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇଥାଏ। ଗାଜରରେ କାରୋଟିନ୍‌ ନାମକ ଏକ ତତ୍ତ୍ୱ ରହିଛି, ଯାହା…

ଅଧିକ ଚା’ ପିଉଛନ୍ତି କି? ଚେତାବନୀ ଦେଇ ବିଶେଷଜ୍ଞ କହିଲେ…

କ୍ଳାନ୍ତ ମନକୁ ହାଲୁକା କରିବା ପାଇଁ ଅନେକେ ଚା’ କିମ୍ବା କଫି ପିଇଥାଆନ୍ତି। ହେଲେ ଯଦି ଆପଣ ଆବଶ୍ୟକତା ଠାରୁ ଅଧିକ ଥର ଚା’ ପିଉଛନ୍ତି ତେବେ ଏପରି ଅଭ୍ୟାସଠାରୁ ନିଜକୁ ଯଥାସମ୍ଭବ ଦୂରେଇ ରଖନ୍ତୁ। ୱାଶିଂଟନ୍‌ ୟୁନିଭର୍ସିଟିର ବିଶେଷଜ୍ଞମାନେ ଏଭଳିି…

କିଡ୍‌ନୀ ଖରାପ ହେଲେ ଆରମ୍ଭରୁ ଦେଖାଦିଏ ଏସବୁ ଲକ୍ଷଣ…

ଆମ ଶରୀରର ଏକ ମୁଖ୍ୟ ଓ ଦରକାରୀ ଅଙ୍ଗ ହେଉଛି କିଡ୍‌ନୀ। ଶରୀରରେ ପ୍ରଭାବିତ ହେଉଥିବା ରକ୍ତକୁ ଏହା ବିଶୋଧନ କରି, ଅଦରକାରୀ ତତ୍ତ୍ୱକୁ ନିଷ୍କାସନ କରିଥାଏ। ହେଲେ, ଦୈନନ୍ଦିନ ଜୀବନରେ ଆମେ ଏହାକୁ ଅବହେଳା କରି ଏହାର ଦାୟିତ୍ୱ ନେବାକୁ…

ଆଜି ବିଶ୍ୱ ଆଲ୍‌ଜିମର୍ସ ଦିବସ: ଏହି ରୋଗ ହେଲେ ରୋଗୀର…

ଆମେ ସମ୍ମୁଖୀନ ହେଉଥିବା ପ୍ରମୁଖ ସ୍ବାସ୍ଥ୍ୟ ସମସ୍ୟା ମଧ୍ୟରୁ ‘ଆଲ୍‌ଜିମର୍ସ’ ଅନ୍ୟତମ। ଉକ୍ତ ରୋଗରେ ସ୍ମରଣ ଶକ୍ତି ଲୋପ ପାଇଯିବା ହେଉଛି ପ୍ରଧାନ ଲକ୍ଷଣ। ଏହି ରୋଗ ହେଲେ ରୋଗୀର ଶରୀର ଓ ମନ ପରସ୍ପରଠାରୁ ବିଚ୍ଛିନ୍ନ ହୋଇପଡ଼ିବା ଭଳି ଅବସ୍ଥା…

ଜାଣନ୍ତୁ କେମିତି ନିୟନ୍ତ୍ରଣରେ ରହିବ ବ୍ଲଡ୍‌ପ୍ରେସର

ରକ୍ତଚାପ ବା ବ୍ଲଡପ୍ରେସର ଦୁଇ ଭାଗରେ ବିଭକ୍ତ, ଯଥା- ଉଚ୍ଚ ରକ୍ତଚାପ ବା ହାଇ ବ୍ଲଡପ୍ରେସର, ଲୋ ବ୍ଲଡପ୍ରେସର ବା ନିମ୍ନ ରକ୍ତଚାପ। ବିଶେଷଭାବରେ ଲୋ ବ୍ଲଡପ୍ରେସର ପାଇଁ ଅଧିକ ସତର୍କ ରହିବାକୁ ପଡ଼ିଥାଏ। ଉଚ୍ଚ ରକ୍ତଚାପ ନିୟନ୍ତ୍ରଣ କରିବାକୁ ନିୟମିତ…

ଓଜନ କମାଇବାର ସହଜ ଉପାୟ

ଆମ ଶରୀରର ଓଜନ ସନ୍ତୁଳିତ ରହିବା ନିହାତି ଦରକାର। ହେଲେ ଏହାର ଏକ ସରଳ ଉପାୟ ରହିଛି। ଏହାକୁ ଜଣେ ଅତି ସହଜରେ ଆପଣେଇ ପାରିବ। ତାହା କ’ଣ ଜାଣନ୍ତି? ଯଦି ଜଣେ ବ୍ୟକ୍ତି ନିଜର ଦୈନନ୍ଦିନ ଖାଦ୍ୟ ତାଲିକାରେ ସବୁଜ…

କିଡ୍‌ନୀ ସୁସ୍ଥ ରଖିବାକୁ ହେଲେ ଆପଣାନ୍ତୁ ଏହି ଉପାୟ…

ଆମ ଶରୀରର ଅନ୍ୟତମ ପ୍ରମୁଖ ଅଙ୍ଗ ହେଉଛି କିଡ୍‌ନୀ। ଏହା ସୁସ୍ଥ ରହିବା ନିହାତି ଦରକାର। ତେବେ ଏଥିଲାଗି କେତୋଟି ସରଳ ଉପାୟ ରହିଛି। ଆସନ୍ତୁ ସେ ବିଷୟରେ ଜାଣିବା ଏବଂ ତାହାକୁ ଠିକ୍‌ ଭାବରେ ଉପଯୋଗ କରିବା। ସୁସ୍ଥ କିଡ୍‌ନୀ…

କଲରାରେ ଭରି ରହିଛି ଏସବୁ ଉପକାରୀ ଗୁଣ…

ଆମ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ଠିକ୍‌ ରହିବା ନିହାତି ଦରକାର। ନ ହେଲେ ଆମେ ରୋଗ ଦ୍ୱାରା ଆକ୍ରାନ୍ତ ହେବାର ଆଶଙ୍କା ଅଧିକ ରହିଛି। ତେବେ ଏକ ସରଳ ଉପାୟରେ ଆପଣ ଏହାକୁ ସନ୍ତୁଳିତ ରଖିପାରିବେ। ଯଦି ଜଣେ ବ୍ୟକ୍ତି…

ହଜମ କ୍ରିୟାକୁ ସକ୍ରିୟ କରେ ଖଜୁରି, ଏହା ସହ ଗ୍ୟାଷ୍ଟ୍ରିକ ଓ କୋଷ୍ଠକାଠିନ୍ୟ ସମସ୍ୟାକୁ…

ଖଜୁରିରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ଏହାକୁ ଆମେ ବିଶେଷଭାବରେ ଜଳଖିଆରେ ବ୍ୟବହାର କରିଥାଉ। ଏହାକୁ ନିୟମିତ ଖାଇଲେ ହଜମ କ୍ରିୟା ଆହୁରି ସକ୍ରିୟ ରହିଥାଏ ବୋଲି ଏକ ସଦ୍ୟତମ ସର୍ଭେରୁ ଜଣାପଡ଼ିଛି। ‘ହଜମ କ୍ରିୟା ଓ ଖଜୁରି’…

କାହିଁକି ଆଉ କିପରି ହୁଏ କିଡ୍‌ନୀ ଡାୟାଲିସିସ୍‌ ଜାଣନ୍ତୁ…

ଡାୟାଲିସିସ୍‌ ହେଉଛି ରାସାୟନିକ ଉପାଦାନଗୁଡ଼ିକର ଏକ ପୃଥକୀକରଣ ପଦ୍ଧତି। କିଡ୍‌ନୀଦ୍ୱୟ କାମ କରିବା ପାଇଁ ଅକ୍ଷମ ହୋଇ ପଡ଼ିଲେ ଡାୟାଲିସିସ୍‌ ପଦ୍ଧତିଟି କିଡ୍‌ନୀ ଭଳି ରକ୍ତ ଛାଣିବା କାମ ତୁଲେଇଥାଏ। ରକ୍ତରେ ଥିବା କୋଷିକା ଓ ପ୍ରୋଟିନ୍‌ ଅଣୁ ଇତ୍ୟାଦିକୁ ରକ୍ତରୁ…

ଲିଭର ଖରାପ ହେବାର ଦଶ ଦିନ ପୂର୍ବରୁ ଦେଖାଦିଏ ଏହି ଲକ୍ଷଣ…

ମିଳିତ ଭାବେ ଏକପ୍ରକାର ସଂକ୍ରାମକ ରୋଗକୁ ହେପାଟାଇଟିସ୍‌ କୁହାଯାଏ। ସାଧାରଣ ଅର୍ଥରେ ବୁଝିବାକୁ ଗଲେ ଏହା ଲିଭର ସମ୍ବନ୍ଧୀୟ ଏକ ରୋଗ। ହେପାଟାଇଟିସ୍‌କୁ ପାଞ୍ଚଟି ଶ୍ରେଣୀରେ ବିଭକ୍ତ କରାଯାଇଛି। ସେଗୁଡ଼ିକ ହେଲା ଏ, ବି, ସି, ଡି ଏବଂ ଇ। ଏହି…

ଘରେ ଚପଲ ପିନ୍ଧି ଚାଲିବା ଉଚିତ୍‌ କି ଅନୁଚିତ୍‌ ଜାଣନ୍ତୁ…

ଘରେ ଚପଲ ପିନ୍ଧି ଚାଲିବା ଉଚିତ୍‌ ନା ଖାଲି ପାଦରେ ରହିବା ଭଲ ଏମିତି ପ୍ରଶ୍ନ ଅନେକଙ୍କ ମନରେ ଉଠିଥାଏ। କେତେକ ଲୋକ ବିଶ୍ୱାସ କରନ୍ତି, ଖାଲି ପାଦରେ ଚାଲିବା ପାଦ ପାଇଁ ଲାଭଦାୟକ ଆଉ କିଛି ଲୋକ ଭାବନ୍ତି ଘରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?