ଜିଲା ମୁଖ୍ୟ ଚିକିତ୍ସାଳୟରେ ବିପର୍ଯ୍ୟସ୍ତ ହୋଇପଡ଼ିଛି ସ୍ବାସ୍ଥ୍ୟସେବା ବରଗଡ଼,୧୯ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡିଛି। ଗୁରୁବାର ପରିବାର ନିୟୋଜନ ଅସ୍ତ୍ରୋପଚାର ଚାଲିଥିବା ସମୟରେ ହଠାତ୍ ବ୍ୟବହୃତ ମେଶିନ ଅଚଳ ହୋଇପଡ଼ିଥିଲା। ବରଗଡ଼ ହସ୍ପିଟାଲ ବଞ୍ଚାଅ ଅଭିଯାନ ସଂଗଠନ ଏହି ଘଟଣାର ନିରପେକ୍ଷ ତଦନ୍ତ ଓ…