OTET ପରୀକ୍ଷା ପ୍ରଶ୍ନପତ୍ର ଜାଲିଆତି ଘଟଣା: ଆସନ୍ତା ୫ରେ ହେବ ଶୁଣାଣି କଟକ,୨୬ା୨(ପ୍ରଭୁ କଲ୍ୟାଣ ମହାପାତ୍ର): ବୋର୍ଡ ସ୍ପେଶାଲ ଓଟିଇଟି ପରୀକ୍ଷା ପ୍ରଶ୍ନପତ୍ର ଜାଲିଆତି ଘଟଣାରେ ହାଇକୋର୍ଟରେ ୮ ଅଭିଯୁକ୍ତଙ୍କ ଜାମିନ ଆବେଦନ ଉପରେ ଗୁରୁବାର ଶୁଣାଣି ଶେଷ ହୋଇଛି। ଆସନ୍ତାକାଲି ସୁଦ୍ଧା ଲିଖିତ ଯୁକ୍ତି ଦାଖଲ କରିବାକୁ କୋର୍ଟଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।…