Tag Archives: heat wave

ରାଜ୍ୟରେ ବଢୁଛି ତାପମାତ୍ରା: ଆସନ୍ତା ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୧୬ା୨(ବନ୍ଦନା ସେଠୀ):ରାଜ୍ୟରେ ତାପମାତ୍ରା କ୍ରମଶଃ ବୃଦ୍ଧି ପାଉଛି। ରାତିରେ ଶୀତ, ଭୋର୍‌ ସମୟରେ କୁହୁଡି ଓ ଦିନରେ ଖରାତାତି ଅନୁଭୂତ ହେଉଛି। ଉତ୍ତର ଉପକୂଳ ଓଡ଼ିଶାର କିଛି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ପ୍ରାୟ ୬ ଡିଗ୍ରୀ ସେଲସିୟସ ବୃଦ୍ଧି ପାଇଥିବାବେଳେ କିଛି…

ଏବେ ତାତିରେ ସିଝୁଛି ଓଡ଼ିଶାର କଶ୍ମୀର ଦାରିଙ୍ଗବାଡ଼ି, ରାସ୍ତାଘାଟ ଜନଶୂନ୍ୟ

ଦାରିଙ୍ଗବାଡ଼ି,୭ା୬(ଅରୁଣ ସାହୁ): ଓଡ଼ିଶାର ପର୍ଯ୍ୟଟନକ୍ଷେତ୍ର ଦାରିଙ୍ଗବାଡ଼ି ଓଡ଼ିଶାର କଶ୍ମୀର ଭାବେ ଜଣାଶୁଣା କିନ୍ତୁ ଗ୍ରୀଷ୍ମ ପ୍ରବାହରେ ଏବେ ଅସମ୍ଭାଳ ହୋଇପଡ଼ିଛି ଏହି ଥଣ୍ଡା ଅଞ୍ଚଳ। ସକାଳ ୮ଟାରୁ ଖରାର ପ୍ରଭାବ ଯୋଗୁ ଜରୁରୀକାର୍ଯ୍ୟ ନ ଥିଲେ ଲୋକମାନେ ଘରୁ ପଦାକୁ ଗୋଡ଼…

ଭାରତର ୭୬% ଲୋକଙ୍କୁ ଅତ୍ୟଧିକ ବିପଦ

ନୂଆଦିଲ୍ଲୀ, ୨୨।୫: ଭାରତର ୫୭% ଜିଲାକୁ ପ୍ରଚଣ୍ଡ ଗରମ ଏବଂ ତାତିର ଅଧିକରୁ ଅତି ଅଧିକ ବିପଦ ରହିଛି। ଏହି ଜିଲାଗୁଡ଼ିକରେ ଦେଶର ପ୍ରାୟ ୭୬% ଜନସଂଖ୍ୟା ରହୁଛନ୍ତି। ରାତି ତାପମାତ୍ରା ବୃଦ୍ଧି ଏବଂ ବର୍ଦ୍ଧିତ ଆର୍ଦ୍ରତା ଯୋଗୁ ତାତିର ପ୍ରଭାବ…

କଲବଲ କରୁଛି ଗୁଳୁଗୁଳି: ଆହୁରି ୩ ଡିଗ୍ରୀ ବଢ଼ିବ ତାପମାତ୍ରା

ଭୁବନେଶ୍ୱର, ୧୍‌୨ା୫ (ଅନୁରାଧା ମହାରଣା):ରାଜ୍ୟରେ ଗ୍ରୀଷ୍ମ ଲହରି ଜାରି ରହିଥିବାବେଳେ ଖରା ଓ ଗୁଳୁଗୁଳି କଲବଲ କରୁଛି। ତେବେ ଆଗାମୀ ୩ଦିନ ମଧ୍ୟରେ ତାପମାତ୍ରା ଆହୁରି ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର…

ରେକର୍ଡ ଭାଙ୍ଗିଲା ଏପ୍ରିଲ ତାତି

ଭୁବନେଶ୍ୱର,୨୩ା୪(ଅନୁରାଧା ମହାରଣା):ଦିନକୁ ଦିନ ରାଜ୍ୟରେ ତାପମାତ୍ରା ବଢ଼ୁଥିବାବେଳେ ମଙ୍ଗଳବାର ପୂର୍ବର ସବୁ ରେକର୍ଡ ଭାଙ୍ଗିଛି। ଝାରସୁଗୁଡା ଏପ୍ରିଲ ମାସର ତାତିରେ ସର୍ବକାଳୀନ ରେକର୍ଡ କରିଛି। ୧୯୫୩ ପରେ ୨୦୧୦ରେ ଏପ୍ରିଲ ମାସର ସର୍ବକାଳୀନ ରେକର୍ଡ ୪୬.୧ ଡିଗ୍ରୀ ସେଲସିୟସ୍‌ ରହିଥିଲା। ତେବେ…

ଫେରିଲା ତାତି: ପୁଣି ପାରଦ ଉପରମୁହାଁ

ଭୁବନେଶ୍ୱର,୨୧ା୪(ଅନୁରାଧା ମହାରଣା): କାଳବୈଶାଖୀ ବର୍ଷା ପାଇଁ କିଛିଦିନ ହେବ ରାଜ୍ୟରେ ତାପମାତ୍ରା କମିଥିଲା। ଗରମ, ଗୁଳୁଗୁଳିରୁ ଲୋକେ ଆଶ୍ୱସ୍ତ ଅନୁଭବ କରୁଥିବାବେଳେ ଏବେ ପାରଦ ପୁଣି ଉପରମୁହାଁ ହୋଇଛି। ରବିବାର ହଠାତ୍‌ ୩ ଡିଗ୍ରୀରୁ ଅଧିକ ତାପମାତ୍ରା ବଢ଼ିଯିବା ସହ ଗୁଳୁଗୁଳି…

୭ ବର୍ଷରେ ଏପ୍ରିଲ ତାପମାତ୍ରା ୪ ଡିଗ୍ରୀ ବଢ଼ିଛି

ବୁଏନ୍ସ ଏୟାର୍ସ, ୨୧।୪: ୨୦୨୫ ଏପ୍ରିଲରେ ଭାରତ ଓ ପାକିସ୍ତାନରେ ଗ୍ରୀଷ୍ମପ୍ରବାହ ସୀମା ଟପିଛି। ଏକ ନୂଆ ଅନ୍ତର୍ଜାତୀୟ ବୈଜ୍ଞାନିକ ବିଶ୍ଳେଷଣ ଅନୁଯାୟୀ, ବିଂଶ ଶତାବ୍ଦୀର ଦ୍ୱିତୀୟାର୍ଦ୍ଧ ବେଳେ ୨ ପଡ଼ୋଶା ଦେଶରେ ଯେତିକି ଗରମ ଅନୁଭୂତ ହେଉଥିଲା, ବର୍ତ୍ତମାନ ତହିଁରୁ…

୪୩.୫° ସହ ଝାରସୁଗୁଡା ରାଜ୍ୟର ଉତ୍ତପ୍ତ ସହର, ୪୦ ଟପିଲା ୧୧ସହର ରେ ତାପମାତ୍ରା

ଭୁବନେଶ୍ୱର,୨୦ା୪: କିଛିଦିନ ବ୍ୟବଧାନ ପରେ ରାଜ୍ୟକୁ ଫେରିଛି ତାତି। ୪୦ ଡ଼ିଗ୍ରୀ ଉପରେ ୧୧ ସହରର ତାପମାତ୍ରା। ୪୩.୫ ଡିଗ୍ରୀ ସହ ଝାରସୁଗୁଡା ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଛି। ଏହା ପଛକୁ ବଲାଙ୍ଗିର ୪୨.୪, ଟିଟିଲାଗଡ଼ ୪୨, ସମ୍ବଲପୁର ୪୧.୯,…

୩ଦିନ ହିଟ୍‌ ଓ୍ବେଭ୍‌, ଏସବୁ ଜିଲାରେ ସୃଷ୍ଟି ହେବ ଭୟଙ୍କର ପରିସ୍ଥିତି

ଭୁବନେଶ୍ୱର,୨୮ା୩ : ରାଜ୍ୟରେ ପ୍ରବଳ ଖରା ଓ ଗୁଳୁଗୁଳି ଅନୁଭୂତ ହେଉଥିବାବେଳେ ଗୁରୁବାର ତାପମାତ୍ରା ୪୨ ଡିଗ୍ରୀ ସେଲସିୟସ୍‌ ନିକଟବର୍ତ୍ତୀ ହୋଇଥିଲା। ଝାରସୁଗୁଡ଼ାରେ ଦିନ ତାପମାତ୍ରା ସର୍ବାଧିକ ୪୧.୪ ଡିଗ୍ରୀ ସେଲସିୟସ୍‌ ରେକର୍ଡ ହୋଇଥିଲା। ବଲାଙ୍ଗୀରରେ ୪୦.୮ ଡିଗ୍ରୀ, ବୌଦ୍ଧରେ ୪୦.୫…

ପାରଦ ଉପରମୁହାଁ: ୪ ଜିଲାକୁ ହିଟ୍‌ଓ୍ବେଭ୍‌ ଆଲର୍ଟ ଜାରି

ଭୁବନେଶ୍ୱର,୨୬ା୩(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି କାଳବୈଶାଖୀ ପ୍ରଭାବରେ ଝଡ଼ବର୍ଷା ଲାଗିରହିଥିବା ବେଳେ ତାପମାତ୍ରା ଦୃଷ୍ଟାନ୍ତମୂଳକ ଭାବେ ହ୍ରାସ ପାଇଥିଲା। ତେବେ ମଙ୍ଗଳବାରଠାରୁ ରାଜ୍ୟର ପାରଦ ଉପରମୁହାଁ ହୋଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନାନୁଯାୟୀ, ଆସନ୍ତା ୪ଦିନ…

ଶନିବାର ବିଭିନ୍ନ ଜିଲାରେ ହିଟ୍‌ ଓ୍ବେଭ୍‌: ସତର୍କ କରାଇଲା IMD

ଭୁବନେଶ୍ୱର,୧୨ା୩: ହୋଲି (ମାର୍ଚ୍ଚ ୧୫) ଦିନ ଓଡ଼ିଶାର ଅନେକ ଜିଲାରେ ହିଟ୍‌ ଓ୍ବେଭ୍‌ ଅନୁଭବ ହେବାର ସମ୍ଭାବନା ଅଛି। ଭାରତୀୟ ପାଣିପାଗ ବିଭାଗ (IMD) ପୂର୍ବାନୁମାନ କରିଛି ଏବଂ ଏହି ସମ୍ପର୍କରେ ଏକ ସତର୍କତା ଜାରି କରିଛି। ଝାରସୁଗୁଡା, ସମ୍ବଲପୁର, ବଲାଙ୍ଗୀର…

୫ ଦିନରେ ୪୦ ଡିଗ୍ରୀ ଛୁଇଁବ ତାପମାତ୍ରା

ଭୁବନେଶ୍ୱର,୧୦ା୩(ଅନୁରାଧା ମହାରଣା):ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁବର୍ଣ୍ଣପୁର, ବୌଦ୍ଧ ଓ ବଲାଙ୍ଗୀର ଜିଲାରେ ରବିବାର ତାପମାତ୍ରା ୩୭ ଡିଗ୍ରୀ ସେଲ୍‌ସିୟସ ଉପରେ ଥିବା ରେକର୍ଡ କରାଯାଇଛି। ତେବେ ରାଜ୍ୟର କିଛି ଆଭ୍ୟନ୍ତରୀଣ ଜିଲାରେ ଆସନ୍ତା ୪ରୁ ୫ ଦିନ ମଧ୍ୟରେ ଦିନର ସର୍ବୋଚ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?