Tag Archives: heat wave

୨୪ ଘଣ୍ଟା ମଧ୍ୟରେ ବିଭିନ୍ନ ସ୍ଥାନରୁ ମିଳିଲା ୧୪ ମୃତଦେହ

ନୂଆଦିଲ୍ଲୀ, ୧୯।୬: ରାଜଧାନୀ ଦିଲ୍ଲୀର ନୋଇଡ଼ା ଅଞ୍ଚଳରୁ ୧୪ଟି ମୃତଦେହ ମିଳିଛି । ସନ୍ଦିଗ୍ଧ ଅବସ୍ଥାରେ ବିଭିନ୍ନ ସ୍ଥାନରୁ ଏହି ମୃତଦେହଗୁଡ଼ିକ ମିଳିଛି । ଲୁ ଏବଂ ହିଟ୍‌ୱେଭ୍‌ କାରଣରୁ ଏମାନଙ୍କର ମୃତ୍ୟୁ ହୋଇଥିବା ଆଶଙ୍କା କରାଯାଉଛି । କିନ୍ତୁ ପୋଷ୍ଟମର୍ଟମ…

ପ୍ରବଳ ଗରମରେ ୧୭୦ ଲୋକଙ୍କ ମୃତ୍ୟୁ !

ନୂଆଦିଲ୍ଲୀ, ୧୮।୬: ଦେଶର ବିଭିନ୍ନ ରାଜ୍ୟରେ ଲୁ ପ୍ରଭାବରୁ ଭୀଷଣ ଗରମ ଅନୁଭୂତ ହେଉଛି । ଉତ୍ତର ପ୍ରଦେଶ, ପଞ୍ଜାବ, ହରିୟାଣା, ଜମ୍ମୁ-କଶ୍ମୀର ସମେତ ଅନ୍ୟ ପାହାଡ଼ିଆ ରାଜ୍ୟଗୁଡ଼ିକରେ ଲୁର ପ୍ରଭାବ ପ୍ରବଳ ମାତ୍ରାରେ ପଡ଼ିଛି । ପାଣିପାଗ ବିଭାଗ ଅନୁସାରେ…

ଆହୁରି ତିନିଦିନ କଲକବଲ କରିବ ଗୁଳୁଗୁଳି

ଭୁବନେଶ୍ୱର, ୧୬।୬(ଅସମାପିକା ସାହୁ): ରାଜ୍ୟରେ ଏବେ ତାତି ସାଙ୍ଗକୁ ଅସହ୍ୟ ହେଲାଣି ଗୁଳୁଗୁଳି। ପଶ୍ଚିମ ଓଡ଼ିଶାରେ ହିଟ୍‌ଓ୍ବେଭ୍‌ ଜାରି ରହିଥିବା ବେଳେ ଉପକୂଳରେ କଲବଲ କରୁଛି ଗୁଳୁଗୁଳି। ଆସନ୍ତା ୧୮ତାରିଖ ପର୍ଯ୍ୟନ୍ତ ଏହିଭଳି ଗୁଳୁଗୁଳି ଲାଗି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ…

ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର,୧୩ା୬: ଆଗାମୀ ୫ ଦିନ ଯାଏ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି। ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁରକୁ ହିଟ୍‌ଓ୍ବେଭ୍‌ ଓ୍ବାର୍ନିଂ ଜାରି ହୋଇଛି। ଚଳିତବର୍ଷ ରଜରେ…

ଆହୁରି ୪୮ଘଣ୍ଟା ହିଟ୍‌ଓ୍ବେଭ୍‌

ଭୁବନେଶ୍ୱର, ୩।୬(ଅସମାପିକା ସାହୁ)- ରାଜ୍ୟରେ ଡରାଇଲାଣି ତାତି। ରବିବାର ଟିଟିଲାଗଡ଼ରେ ସର୍ବାଧିକ ଦିନତାପମାତ୍ରା ୪୨.୫ହିଗ୍ରୀ ରେକର୍ଡ କରାଯାଇଥିବା ବେଳେ ବଲାଙ୍ଗୀର, ସୋନପୁରରେ ୪୨.୩, ବୌଦ୍ଧ ୪୨.୧, ଭବାନିପାଟଣା ୪୦.୫, ନୂଆପଡ଼ା ୪୦.୫, ଝାରସୁଗୁଡ଼ା ୪୦.୪, ସମ୍ବଲପୁରରେ ୪୦ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।…

ଦିଲ୍ଲୀରେ ଜଳ ସଙ୍କଟ, ଟ୍ୟାଙ୍କର ପଛରେ ଦୌଡୁଛନ୍ତି ଲୋକେ…

ନୂଆଦିଲ୍ଲୀ,୩୧ା୫: ଉତ୍ତର ଏବଂ ମଧ୍ୟ ଭାରତର ଅନେକ ଅଞ୍ଚଳ ଭୟଙ୍କର ହିଟ୍‌ଓ୍ବେଭ୍‌ ଜାରି ରହିଛି। ସର୍ବାଧିକ ତାପମାତ୍ରାର ପୁରୁଣା ବର୍ଷର ରେକର୍ଡଗୁଡିକ ଭାଙ୍ଗିଛି ଏବଂ ଏହାର ପ୍ରଭାବରେ ବର୍ତ୍ତମାନ ଲୋକଙ୍କ ମୃତ୍ୟୁ ପ୍ରକ୍ରିୟା ମଧ୍ୟ ଆରମ୍ଭ ହୋଇଛି। ହିଟ୍‌ଓ୍ବେଭ୍‌ ସହିତ ଦେଶର…

ଦିଲ୍ଲୀରେ ୫୨.୩ ଡ଼ିଗ୍ରୀ ଛୁଇଁଲା ତାତି, ରେକର୍ଡ ହେଲା ଭାରତର ସର୍ବକାଳୀନ ସର୍ବାଧିକ ତାପମାତ୍ରା

ନୂଆଦିଲ୍ଲୀ,୨୯।୫: ରାଜଧାନୀ ଦିଲ୍ଲୀରେ ବୁଧବାର ନିଆଁ ବର୍ଷା କରିଛନ୍ତି ସୂର୍ଯ୍ୟ ଦେବ। ଏଥିସହିତ ଦିଲ୍ଲୀରେ ରେକର୍ଡ ହୋଇଛି ଭାରତର ସର୍ବକାଳୀନ ସର୍ବାଧିକ ତାପମାତ୍ରା। ଅପରାହ୍ନ ୨ଟା ୩୦ ସୁଦ୍ଧା ୫୨.୩ ଡିଗ୍ରୀ ସେଲସିୟସରେ ରେକର୍ଡ ହୋଇଥିଲା। ପ୍ରବଳ ଗରମ ସାଙ୍ଗକୁ ଦିଲ୍ଲୀରେ…

ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି, ୮ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୭।୪: ଜଳୁଛି ସାରା ଓଡ଼ିଶା। ପଶ୍ଚିମା ଓ ଉତ୍ତର-ପଶ୍ଚିମା ଶୁଷ୍କ ବାୟୁ ପ୍ରବାହ ଯୋଗୁ ରାଜ୍ୟରେ ଏବେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଆସନ୍ତା ୪ଦିନ ରାଜ୍ୟରେ ତାତିରୁ ନିସ୍ତାର ନାହିଁ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର…

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା ରାଜଧାନୀ ଭୁବନେଶ୍ୱରରେ ତାପମାତ୍ରା ୪୧.୧ ଡିଗ୍ରୀ ପାର କରିଛି। ଏହାରି ମଧ୍ୟରେ ଭୁବନେଶ୍ୱର ପାଣିପାଗ…

ଜଳୁଛି ଓଡ଼ିଶା: ସାଢ଼େ ୧୧ରେ ୪୧ ଛୁଇଁଲା

ଭୁବନେଶ୍ୱର,୨୧ା୪: ରାଜ୍ୟରେ ତାତି ବଢ଼ି ଚାଲିଛି। ଲୋକେ ଖରାଗରମରେ ଆଉଟୁପାଉଟୁ ହେଉଛନ୍ତି। ପୂର୍ବାହ୍ନ ସାଢ଼େ ୧୧ ସୁଦ୍ଧା ଝାରସୁଗୁଡ଼ା ଏବଂ କେନ୍ଦୁଝରରେ ତାପମାତ୍ରା ୪୧ ଡିଗ୍ରୀରୁ ଅଧିକ ରହିଛି। ସେହିପରି ଭୁବନେଶ୍ୱରରେ ତାପମାତ୍ରା ୪୦.୭ ଡିଗ୍ରୀ, ବାଲେଶ୍ୱରରେ ୪୦.୧ ଡିଗ୍ରୀ, ରାଉରକେଲାରେ…

ପୁଣି ତାତିଲା ବାରିପଦା

ଭୁବନେଶ୍ୱର,୨୧ା୪: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ରବିବାର ସକାଳୁ ଅସହ୍ୟ ତାତି ଅନୁଭୂତ ହେଲାଣି। ଗତକାଲି ତାତିରେ ଦେଶରେ ପ୍ରଥମ ତଥା ଏସିଆ ମହାଦେଶରେ ତୃତୀୟ ସ୍ଥାନରେ ରହିଥିବା ବାରିପଦା ଆଜି ସକାଳୁ ମଧ୍ୟ ତାତିଲାଣି। ଗତକାଲି ଏଠାରେ ସର୍ବୋଚ୍ଚ…

 ୨୫ରୁ ସିଝିବ ଓଡ଼ିଶା, ପୁଣି କଲବର କରିବ ତାତି

ଭୁବନେଶ୍ୱର,୧୯ା୪: ଡହଡହ ଖରାରେ ସିଝୁଛି ସାରା ରାଜ୍ୟ। ଉପକୂଳଠାରୁ ଆରମ୍ଭ କରି ଆଭ୍ୟନ୍ତରଣ ଓଡ଼ିଶା ପର୍ଯ୍ୟନ୍ତ ପାରଦ ଉପରମୁହାଁ ହୋଇଛି। ଏହି ତାପମାତ୍ରା ଆସନ୍ତା ୨୧ ଏବଂ ୨୨ ତାରିଖରେ କାଳବୈଶାଖୀ ପ୍ରଭାବ ହେତୁ ୨୧ରୁ ୨୪ ମଧ୍ୟରେ ରାଜ୍ୟର ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?