ଦୁର୍ବଳ ହେଉଛି ଅବପାତ, ଖୋର୍ଦ୍ଧାରେ ସବୁଠୁ ଅଧିକ ବର୍ଷା ଖୋର୍ଦ୍ଧା,୨୧ା୧୨: ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହୋଇଛି। ଏହି ଅବପାତଟି ଆସନ୍ତା ୧୨ ଘଣ୍ଟା ଭିତରେ ଦୁର୍ବଳ ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଲଘୁଚାପ ପ୍ରଭାବରେ ଶୁକ୍ରବାରଠାରୁ ରାଜ୍ୟରେ...