Tag Archives: heavey rain

Weather: ଏସବୁ ଜିଲାରେ ଘଡ଼ଘଡ଼ି ସହ ଛେଚିବ ବର୍ଷା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨୨ା୨: ରାଜ୍ୟରେ ଆସନ୍ତା ଦୁଇଦିନ ଧରି ବର୍ଷା ହେବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ସୂତ୍ରରୁ ପ୍ରକାଶ। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ୯ ଜିଲାକୁ ଅରେଞ୍ଜ ଆଲର୍ଟ କରାଯାଇଥିବାବେଳେ ୧୩ ଜିଲାକୁ ମଧ୍ୟ ୟେଲୋ ଓ୍ବାର୍ନିଂ...

ଆଜି ୬ ଜିଲାରେ ବର୍ଷା, ୧୨ରୁ ବଢ଼ିବ

ଭୁବନେଶ୍ୱର,୯ା୧୨(ଅନୁରାଧା ମହାରଣା): ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ରବିବାର ଲଘୁଚାପ ସୃଷ୍ଟି ହୋଇଛି। ଏହା କ୍ରମଶଃ ଉତ୍ତର ପଶ୍ଚିମ ଦିଗରେ ଗତିକରି ୧୨ ତାରିଖ ସୁଦ୍ଧା ତାମିଲନାଡୁ ଉପକୂଳରେ ପହଞ୍ଚିବ। ଏହାର ପ୍ରଭାବରେ ୧୨ ତାରିଖରୁ ରାଜ୍ୟରେ ବର୍ଷା ଆରମ୍ଭ ହେବ। ଅନ୍ୟପଟେ...

ଟ୍ବିନ୍‌ ସିଟିରେ ପ୍ରବଳ ବର୍ଷା: ୩ ଘଣ୍ଟା ପାଇଁ ସତର୍କ ସୂଚନା ଜାରି

କଟକ/ଭୁବନେଶ୍ୱର,୧ା୧୧: ମାସର ପ୍ରଥମ ଦିନରେ ବର୍ଷାରେ ଭିଜିଛି ଟ୍ବିନ୍‌ ସିଟି କଟକ-ଭୁବନେଶ୍ୱର। ସକାଳୁ ସକାଳୁ ଏହି ଦୁଇ ସହରରେ ପ୍ରବଳ ବର୍ଷା ହୋଇଛି। ଫଳରେ ଜନଜୀବନ ବ୍ୟାହତ ହୋଇପଡ଼ିଛି। ଭୋର୍‌ରୁ ପାଗ ଭଲ ଥିବାବେଳେ ହଠାତ୍‌ ବର୍ଷା ଆରମ୍ଭ ହୋଇଛି।...

ଏହି ୩ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା, ସତର୍କ କରାଇଲା ପାଣିପାଗ ବିଭାଗ

ଭୁବନେଶ୍ୱର,୬ା୧୦: ରାଜ୍ୟର କିଛି ଜିଲାରେ ପ୍ରବଳ ଗରମ ଅନୁଭୂତ ହେଉଥିବା ବେଳେ ଆଉ କିଛି ଜିଲାରେ ପାଗ ମେଘୁଆ ରହୁଛି। ଆଉ କିଛି ଜିଲାରେ କୁହୁଡ଼ି ପଡୁଥିବାର ମଧ୍ୟ ଦେଖିବାକୁ ମିଳୁଛି। ତେବେ ଆଗାମୀ ୩ ଘଣ୍ଟା ପାଇଁ ୩...

ସୂର୍ଯ୍ୟମନ୍ଦିର ପରିସରରେ ଫୁଟେ ଉଚ୍ଚର ପାଣି, ପର୍ଯ୍ୟଟକ ହନ୍ତସନ୍ତ

କୋଣାର୍କ,୨୬ା୯: ସାରା ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଲାଗି ରହିଛି। ଏହାର ପ୍ରଭାବରେ ବିଶ୍ୱ ପ୍ରସିଦ୍ଧ ସୂର୍ଯ୍ୟମନ୍ଦିର ପରିସରରେ ଫୁଟେ ଉଚ୍ଚର ପାଣି ଜମିରହିଛି। ଫଳରେ କୋଣାର୍କ ବୁଲିବାକୁ ଆସିଥିବା ଶହଶହ ପର୍ଯ୍ୟଟକ ହନ୍ତସନ୍ତ ହୋଇଛନ୍ତି। ପମ୍ପ୍‌ସେଟ୍‌ ଲଗାଇ ପାଣି...

ଆହୁରି ଦୁଇଦିନ ପ୍ରବଳରୁ ଅତିପ୍ରବଳ ବର୍ଷିବ: ଏହି ଜିଲାକୁ ରେଡ୍‌ ଓ୍ବାର୍ନିଂ, ଜିଲାପାଳଙ୍କୁ ସତର୍କ କରାଇଲେ ଏସ୍‌ଆର୍‌ସି

ଭୁବନେଶ୍ୱର,୧୬ା୯: ଅବପାତ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଆକଳନ ଅନୁସାରେ ଏହି ବର୍ଷା ଆହୁରି ଦୁଇ ଦିନ ଜାରି ରହିବ। ବିଶେଷ କରି ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ...

୩ ଘଣ୍ଟା ପାଇଁ ଘଡ଼ଘଡ଼ି ସହ ବର୍ଷା, ଏସବୁ ଜିଲାକୁ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୯ା୯: ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗି ରହିଥିବା ବେଳେ ସୋମବାର ୩ ଘଣ୍ଟା ପାଇଁ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ...

ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ, ୪ରୁ ପ୍ରବଳ ବର୍ଷା

ଭୁବନେଶ୍ୱର,୨।୯: ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ଦାନା ବାନ୍ଧୁଛି। ଆସନ୍ତା ୪ ତାରିଖରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି। ପରେ ଏହା ଘନୀଭୂତ ହୋଇ ଅବପାତରେ ପରିଣତ ହୋଇପାରେ। ଅବପାତଟି ଛତିଶଗଡ଼ମୁହାଁ ହେବା ନେଇ ମଧ୍ୟ...

ଏହି ୫ ଜିଲାକୁ ପ୍ରବଳ ବର୍ଷା, ସତର୍କ କରାଇଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧୯ା୮: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ସକ୍ରିୟ ରହିଛି। ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରି ୱେଲ୍‌ମାର୍କଡ ଲୋ-ପ୍ରେସରର ରୂପ ନେବା ପରେ ବାଂଲାଦେଶ ଉପକୂଳମୁହାଁ ହେବ। ଏହା ପ୍ରଭାବରେ ଓଡ଼ିଶାରେ ବର୍ଷା ଜାରି ରହିଛି। ପାଣିପାଗ...

ମୁମ୍ବାଇ ବର୍ଷାକୁ ନେଇ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେଲେ ବଡ଼ ବୟାନ, କହିଲେ…

ମୁମ୍ବାଇ,୮ା୭: ପ୍ରବଳ ବର୍ଷାରେ ମୁମ୍ବାଇର ସ୍ଥିତି ବେହାଲ ହୋଇପଡ଼ିଛି। ଏହି ବର୍ଷାକୁ ନେଇ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ କହିଛନ୍ତି, ରବିବାର ରାତିରୁ ମୁମ୍ବାଇରେ ୩୦୦ ମିଲିମିଟର ବର୍ଷା ହୋଇଥିଲା। ରେଳବାଇର ପ୍ରାୟ ୨୦୦ ପମ୍ପ୍‌ ଏବଂ ବିଏମ୍‌ସିର ୪୦୦ରୁ...

୧୨ ରାଜ୍ୟକୁ ପ୍ରବଳ ବର୍ଷା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ନୂଆଦିଲ୍ଲୀ,୧୩ା୬: ରାଜଧାନୀ ଦିଲ୍ଲୀ ସମେତ ଦେଶର ଅନେକ ରାଜ୍ୟର ଲୋକମାନେ ପ୍ରବଳ ଗରମ ଗୁଳୁଗୁଳିରେ ଛଟପଟ ହେଉଛନ୍ତି। ଜୁନ୍‌ ୧୬ ପର୍ଯ୍ୟନ୍ତ ଉତ୍ତରପ୍ରଦେଶ, ହରିୟାଣା, ପଞ୍ଜାବ, ଦିଲ୍ଲୀ ଏବଂ ଝାଡ଼ଖଣ୍ଡର କେତେକ ଅଞ୍ଚଳରେ ପ୍ରବଳ ଖରା ହେବା ସହ ଆଉ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri